ଦୁର୍ଗା ପୂଜା ପାଇଁ ଭଞ୍ଜନଗର ଚଳଚଞ୍ଚଳ, ସନ୍ଧ୍ୟାରେ ଜମୁଛି…

ଭଞ୍ଜନଗର,୩୦।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଦୁର୍ଗା ପୂଜା ପାଇଁ ସହର ଚଳଚଞ୍ଚଳ ହୋଇପଡିଛି। ପ୍ରତିଦିନ ବିଭିନ୍ନ ପୂଜା ମଣ୍ଡପରେ ଭଜନ ସା କାର୍ଯ୍ୟକ୍ରମ ଅନୁଷ୍ଟିତ ହେଉଛି। ସହରର ଜଳସମ୍ପଦ ବିଭାଗ, ରାଜ୍ୟ ସଡକ ପରିବହନ ନିଗମ, ଭଞ୍ଜ ସାହିତ୍ୟ ପରିଷଦ ଏବଂ ରେଡକ୍ରସ ରୋଡରେ ଦୁର୍ଗା ପୂଜା ପାଳନ ହେଉଛି। ଏଥିସହ ତହସିଲ କାର୍ଯ୍ୟାଳୟ ପରିସରରେ ମଧ୍ୟ ପୂଜା ହେଉଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମଙ୍ଗଳବାର ସନ୍ଧ୍ୟାରେ ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରି ପୂଜାର୍ଚ୍ଚନା କରିଛନ୍ତି। ଜଳସମ୍ପଦ ପୂଜା ମଣ୍ଡପ ପରିଦର୍ଶନ ସମୟରେ ବିଡେ କା ସଭାପତି ଇଁ ସୀମାଞ୍ଚଳ ସାହୁ, ଅଧିକ୍ଷଣ ଯନ୍ତ୍ରୀ ସଞ୍ଜୟ କୁମାର ପ୍ରଧାନ, ନିର୍ବାହୀ ଯନ୍ତ୍ରୀ ସନ୍ତୋଷ ପାତ୍ର, ସହକାରୀ ଯନ୍ତ୍ରୀ ରଶ୍ମୀ ରଞ୍ଜନ ରଥ,ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର,ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଟୁ ପ୍ରସାଦ ପ୍ରଧାନ, ଏମ୍‌ପି ପ୍ରତିନିଧି ରବିନ୍ଦ୍ର ଗୌଡ, ମାନସ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri