୩୫୪ଜଣଙ୍କୁ କାର୍ଯ୍ୟାଦେଶ ଦେଲେ ଭଞ୍ଜନଗର ବିଧାୟକ; ଯୋଗ୍ୟ ହିତାଧୀକାରୀ ବଞ୍ଚିତ ହେଲେ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୩୦।୩(ବାବୁଲା ପ୍ରଧାନ)-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଆଭାସି ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍‌ଘାଟନ ହୋଇଥିଲା। ଏହିଭଳି ଭଞ୍ଜନଗର ବ୍ଲକରେ ମଧ୍ୟ ରବିବାର ୩୫୪ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ। ହିତାଧିକାରୀ ଚୟନରେ ଯଦି କୌଣସି କର୍ମଚାରୀ ଅବହେଳା କରନ୍ତି କିମ୍ବା ଯୋଗ୍ୟ ହିତାଧିକାରୀ ଯୋଜନାରୁ ବଞ୍ଚିତ ହୁଅନ୍ତି ତେବେ ସଂପୃକ୍ତ କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯାନୁଷ୍ଠାନ ନିଆଯିବ ବୋଲି ବିଧାୟକ କହିଥିଲେ। ଆୟୋଜିତ ସଭାରେ ବିଡ଼ିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ଅଧ୍ୟକ୍ଷତା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସଭାରେ ଏମ୍‌ପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ, ତହସିଲଦାର ଅବିନାଶ ମହାର, ବ୍ଲକ ଅଧ୍ୟକ୍ଷ ନରି ସଭା ନାୟକ, ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri