ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ପରଲୋକ ଗମନ କରିଛନ୍ତି। ଏହି ଖବର ଭଞ୍ଜନଗରରେ ପ୍ରଚାରିତ ହେବା ପରେ ଶୋକର ଛାୟା ଖେଳିଯାଇଛି। ସେ ଜଣେ ଜଣାଶୁଣା ସ୍ବେଚ୍ଛାସେବୀ, ଏ କ୍ଲାସ୍‌ ଠିକାଦାର, ରାଜନେତା ଥିଲେ। ଏଥିସହ କୁଲାଡ଼ ଉଚ୍ଚ ବିଦ୍ୟାଳୟର ସଭାପତି ଅନେକ ଥର ଥିଲେ।

ବିଧାୟକଙ୍କ ଭୁବନେଶ୍ୱର ବାସଭବନରେ ବହୁ ରାଜନେତା, ବିଶିଷ୍ଠ ବ୍ୟକ୍ତି ପହଞ୍ଚି ତାଙ୍କର ଶେଷ ଦର୍ଶନ କରିଛନ୍ତି। ରାତିରେ ଶ୍ୟାମସୁନ୍ଦରଙ୍କ ମରଶରୀର ତାଙ୍କ ବାସଭବନ ତିଲିସିଙ୍ଗି ଗ୍ରାମରେ ପହଞ୍ଚିବା ପରେ ତାଙ୍କର ଅନ୍ତିମ ସତ୍କାର କରାଯିବା କାର୍ଯ୍ୟକ୍ରମ ରହିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri