ଭଞ୍ଜନଗର ଏନ୍‌ଏସି ପାଳିଲା ସ୍ବାୟତ୍ତ ଶାସନ ଦିବସ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସି ପକ୍ଷରୁ ରବିବାର ସଂଧ୍ୟାରେ ସ୍ଥାନୀୟ ଟାଉନ ହଲ୍‌ରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏଥିରେ ଉପାଧକ୍ଷା ଶୁଭଶ୍ରୀ ଦାସ ଅଧ୍ୟକ୍ଷତା କରିଥିଲେ। ନିର୍ବାହୀ ଅଧିକାରୀ ମୁରଲୀ କ୍ରିଷ୍ଠା ପଣ୍ଡା ବାର୍ଷିକ ବିବରଣୀ ପାଠ ସହ ସହରର ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କହିଥିଲେ। ଉପ ଜିଲାପାଳ ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ବାୟତ୍ତ ଶାସନ ଦିବସ ସମ୍ପର୍କରେ କହିବା ସହ ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ଏସ୍‌ଡିପିଓ ଡ଼ ଦୀପକ ମିଶ୍ର, ବିଡ଼ିଓ ଭାରତୀ ଦେବୀ, ଅତିରିକ୍ତ ତହସିଲଦାର ଅବିନାଶ ମହାର, ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି, ଏମ୍ ପି ପ୍ରତିନିଧି ସନ୍ତୋଷ ତିଆଡି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସଭାରେ ସମସ୍ତ କାଉନସିଲର ଉପସ୍ଥିତ ଥିଲେ। ଅଶୋକ ମହାପାତ୍ର ସଭାକୁ ସଂଯୋଜନା କରିଥିଲେ। ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ସାସ୍ଥ୍ୟଗତ କାରଣ ଯୋଗୁ ସଭାରେ ଯୋଗ ଦେଇପାରି ନ ଥିଲେ। ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ କିଛି ଗୁରୁତ୍ୱପୂର୍ଣ କାର୍ଯ୍ୟରେ ବ୍ୟସ୍ତ ଥିବା ଯୋଗୁ ସେ ମଧ୍ୟ ସଭାରେ ଯୋଗ ଦେଇ ପାରି ନ ଥିଲେ। ଏହା ପୂର୍ବରୁ ସକାଳେ ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଅତିଥିମାନଙ୍କ ଦ୍ବାରା ପତାକା ଉତ୍ତୋଳନ ହୋଇଥିଲା। ଏହାପରେ କିଛି ସମାଜ ସେବା କାର୍ଯ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?