ଭଞ୍ଜନଗରର ଗର୍ବ: ତାଇକୋଣ୍ଡରେ ସ୍ବର୍ଣ୍ଣ, ରୌପ୍ୟ ବିଜେତା ହେଲେ ଡିଏଭି ଛାତ୍ରୀଛାତ୍ର

ଭଞ୍ଜନଗର,୨୦।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଡିଏଭି ସ୍କୁଲ ଛାତ୍ରୀଛାତ୍ରମାନେ ଡିଏଭି ପବ୍ଲିକ ସ୍କୁଲ, ଝାରସୁଗୁଡାରେ ଅନୁଷ୍ଠିତ କ୍ଲଷ୍ଟର/ଜେନେରାଲ ଖେଳ – ୨୦୨୫ରେ ଭାଗ ନଇ ତାଇକୋଣ୍ଡରେ ବେଶ ସଫଳତା ପାଇଛନ୍ତି। ଏଥିସହ ବିଦ୍ୟାଳୟକୁ ସାମଗ୍ରିକ ଚ୍ୟାମ୍ପିୟନ ସ୍କୁଲ ଭାବେ ସମ୍ମାନିତ କରାଯାଇଛି । ଯାହାକୁ ନେଇ ବିଦ୍ୟାଳୟ କତୃପକ୍ଷ ଏବଂ ଅଭିଭାବକ, ଛାତ୍ରୀଛାତ୍ରମାନେ ଖୁସି ବ୍ୟକ୍ତ କରିଛନ୍ତି। ପ୍ରତ୍ୟୁଷ କୁମାର ପ୍ରଧାନ, କେ. ସୂର୍ଯ୍ୟ ପ୍ରକାଶ ରାଓ ବିଭିନ୍ନ ବର୍ଗରେ ସ୍ବର୍ଣ୍ଣ ପଦକ ବିଜେତା ହୋଇଛନ୍ତି । ଏଥିସହ ସମୀରା ପତ୍ର, ରାହିନି ପଣ୍ଡା , ଆୟୁଷ ପଣ୍ଡା,ଦୁର୍ଗା ପ୍ରସାଦ ପ୍ରଧାନ, ତ୍ରିୟଂଶ ସୁଭଦର୍ଶୀ, ଅଦିତ୍ୟ ସାହୁ ରୌପ୍ୟ ପଦକ ବିଜୟୀ ହୋଇଛନ୍ତି। ସମସ୍ତ ପଦକ ବିଜେତା ଜାତୀୟ ସ୍ତରର ପ୍ରତିଯୋଗିତାରେ ଭାଗ ନେବା ପାଇଁ ଚୟନ ହୋଇଛନ୍ତି । ଯାହା ସ୍କୁଲ ପାଇଁ ଗର୍ବର ବିଷୟ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri