ଭଞ୍ଜସେନା ଛାତ୍ର ସଙ୍ଗଠନ ଘେରିଲା ଜିଲାପାଳଙ୍କ କାର୍ଯ୍ୟାଳୟ

ବାରିପଦା ଅଫିସ,୧।୩: ମୟୁରଭଞ୍ଜ ଜିଲାରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାର ସୁଧାର ଆଣିବା ଦାବିରେ ଅଗ୍ରଣୀ ଅଣରାଜନୈତିକ ସଙ୍ଗଠନ ଭଞ୍ଜସେନା ଛାତ୍ର ଶାଖା ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯାଳୟ ଘେରାଉ କରାଯାଇଛି । ଜିଲାରେ ବନ୍ଦ ହୋଇ ପଡିଥିବା ହୋମିଓପ୍ୟାଥିକ ଓ ଆୟୁର୍ବେଦ କଲେଜକୁ ରାଜ୍ୟ ସରକାର ନିଜ ହାତକୁ ନେବା ସହିତ ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା ଦ୍ବିତୀୟ କ୍ୟାମ୍ପସରେ ଶିକ୍ଷକ ଅଣଶିକ୍ଷକ କର୍ମଚାରୀଙ୍କ ସମେତ ୫ଟି ନିୟମିତ ବିଭାଗକୁ ମୁଖ୍ୟ କ୍ୟାମ୍ପସ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓ ବିଶ୍ବବିଦ୍ୟାଳୟକୁ ସ୍ଥାନାନ୍ତର କରିବା, ପୂର୍ବରୁ କେନ୍ଦୁଝର ସ୍ଥିତ ଦ୍ବିତୀୟ କ୍ୟାମ୍ପସ ଭିତିଭୂମି ସଜାଡିବା ବାବଦରେ ଖର୍ଚ୍ଚ ହୋଇଥିବା ଅର୍ଥ ରାଶି ତୁରନ୍ତ ମୁଖ୍ୟ କ୍ୟାମ୍ପସ ପାଇଁ ଘୋଷଣା କରିବା ଦାବି ଗୁଡିକ ଉପସ୍ଥାପନ କରିଥିଲେ । ଛାତ୍ର ସଭାପତି ପ୍ରୀତମ ପଣ୍ଡାଙ୍କ ନେତୃତ୍ୱରେ ଶତାଧିକ ଛାତ୍ର ବିକ୍ଷୋଭରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri