ନାବାଳିକାଙ୍କ ଆତ୍ମହତ୍ୟା ଘଟଣା: ଭାପୁର ଫାଣ୍ଡି ଏଏସ୍‌ଆଇ ନିଲମ୍ବିତ

ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ.ଏ.),୩୦ା୭-ଢେଙ୍କାନାଳ ଜିଲା ଭାପୁର ଫାଣ୍ଡି ଅଞ୍ଚଳରେ ଅସଦାଚରଣର ଶିକାର ନାବାଳିକାଙ୍କ ଆତ୍ମହତ୍ୟା କରିବା ଘଟଣାରେ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଗୁରୁବାର ଭାପୁର ଫାଣ୍ଡି ଏଏସ୍‌ଆଇ ପଦ୍ମନାଭ ସାହୁଙ୍କୁ ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ନିଲମ୍ବିତ କରିଛନ୍ତି। ଅନ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କ ବିରୋଧରେ ଆସିଥିବା ଅଭିଯୋଗ ପ୍ରମାଣିତ ହେଲେ ସେମାନଙ୍କ ବିରୋଧରେ ମଧ୍ୟ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଜି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୦୪, ପୁରୀରୁ ୨୯୮,...

ଗଣେଶ ପୂଜା ପ୍ରସଙ୍ଗ: ସ୍ଥାନୀୟ ପ୍ରଶାସନ ନେବ ନିଷ୍ପତ୍ତି

କଟକ ଅଫିସ,୨୦ା୮: ଟ୍ବିନ୍‌ ସିଟି ଭୁବନେଶ୍ୱର ଏବଂ କଟକରେ ଗଣେଶ ପୂଜା ପାଇଁ ଅନୁମତି ଦେବାକୁ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା ରୁଜୁ ହୋଇଥିଲା।...

ମଡେଲଙ୍କ ଫଟୋକୁ ଏଡିଟ୍‌ କରି ବ୍ଲାକ୍‌ମେଲ୍‌ କରୁଥିଲେ

ଉମରକୋଟ, ୧୬।୭(ସ୍ବ.ପ୍ର.): ମୁମ୍ବାଇର ଜଣେ ମଡେଲଙ୍କ ଫଟୋକୁ ନଗ୍ନ ରୂପ ଦେଇ ଟଙ୍କା ମାଗିବା ଅଭିଯୋଗରେ ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ...

ଅନିଶ୍ଚିତତାରେ ଓଡ଼ିଆ ସିନେମା ଶିଳ୍ପ

ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍‌-୧୯ ପ୍ରଭାବ ଯୋଗୁ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି ଓଡ଼ିଆ ସିନେମା ଶିଳ୍ପ। ରାଜ୍ୟର ପ୍ରଯୋଜକ, ନିର୍ଦ୍ଦେଶକ, କଳାକାର ଏବଂ ଫିଲ୍ମ ଶିଳ୍ପ ସହ...

୫.୭୦ଲକ୍ଷ ଲୁଟ୍‌ ଘଟଣା, ୫ଗିରଫ

ପାଟଣାଗଡ, ୨୫ା୧୨ (ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡା ଥାନା ଅନ୍ତର୍ଗତ ନୁନହାଡ ଗ୍ରାମ ନିକଟରେ ଗତ ୧୫ ତାରିଖ ସନ୍ଧ୍ୟାରେ ଜଣେ ବ୍ୟବସାୟୀଙ୍କଠାରୁ ୫ ଲକ୍ଷ...

କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ...

ସୁରକ୍ଷାରେ ‘ଡ୍ରୋନ୍‌’ ସହାୟତା

ଢେଙ୍କାନାଳ ଅଫିସ,୨ା୩ – ଜଙ୍ଗଲ ନିଆଁ ରୋକିବାରେ ଡ୍ରୋନ୍‌ କରୁଛି ବଡ଼ ସହାୟତା। କେଉଁ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି ତାହାର ଫଟୋ ଉଠାଇ ପଠାଉଛି ବନ...

ଆଇପ୍ୟାଡ୍‌ରେ ଓଡ଼ିଶା ବଜେଟ: ବ୍ୟୟ ଅଟକଳ ୧.୫ ଲକ୍ଷ କୋଟି, ଜାଣନ୍ତୁ ପୂରା ଅପ୍‌ଡେଟ୍‌

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ବଜେଟ ଉପସ୍ଥାପନ କରୁଛନ୍ତି। ଚଳିତ ବଜେଟକୁ ବିନା କାଗଜପତ୍ରରେ କରାଯାଉଥିବା ବେଳେ ଆଇପ୍ୟାଡ୍‌...

Advertisement


Archives

Model This Week