ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ ଆସିଛି । ଭାରତ ବନ୍ଦକୁ ନେଇ ଏବେ ଦେଶରେ ଜୋର ଧରିଛି ଚର୍ଚ୍ଚା । ଯାହାକୁ ନେଇ ସାଧାରଣ ଜନତା ଦ୍ବନ୍ଦ୍ବରେ ରହିଛନ୍ତି । ଆସନ୍ତା ଫେବୃଆରୀ ୧୨ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହା ପଛରେ ବଡ କାରଣ ମଧ୍ୟ ରହିଛି । ଭାରତ ବନ୍ଦର ପ୍ରଭାବ କେତେ ରହିବ ତାହା ଦେଖିବାର ଅଛି ।

ଫେବୃଆରୀ ୧୨ରେ କ’ଣ ବନ୍ଦ ରହିବ? ଭାରତ ବନ୍ଦ ଡାକରା ଦିଆଯାଇଥିବାରୁ ବ୍ୟାଙ୍କ ସେବା ବନ୍ଦ ରହିବାର ଯଥେଷ୍ଟ ସମ୍ଭାବନା ରହିଛି । ସେହିଭଳି ବିଭିନ୍ନ ରାଜ୍ୟରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିପାରେ । କିଛି ଅଞ୍ଚଳରେ ସାର୍ବଜନୀନ ପରିବହନ ସେବା ବ୍ୟାଘାତ ହୋଇପାରେ । କିଛି ଅଞ୍ଚଳରେ ଶିକ୍ଷାନୁଷ୍ଠାନ ବନ୍ଦ ରହିପାରେ । ବିରୋଧ ପ୍ରଦର୍ଶନ ହେଉଥିବା ଅଞ୍ଚଳରେ ବଜାର ଏବଂ ଦୋକାନଗୁଡ଼ିକ ମଧ୍ୟ ବନ୍ଦ ରହିପାରେ । ସେହିଭଳି କିଛି ସ୍ଥାନରେ ସମ୍ଭାବ୍ୟ “ଚକ୍କା ଜାମ୍” ( ଭଳି ସ୍ଥିତି ଦେଖିବାକୁ ମିଳିବ । ଓଡ଼ିଶାରେ ମଧ୍ୟ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିପାରେ ।

ଘରୋଇ କାର୍ଯ୍ୟାଳୟ ଖୋଲା ରହିପାରେ । ହସ୍ପିଟାଲ ଏବଂ ଆମ୍ବୁଲାନ୍ସ ଭଳି ଜରୁରୀକାଳୀନ ସେବା ବନ୍ଦରୁ ବାଦ୍ ପଡିବେ । ବିମାନବନ୍ଦର ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ ହୋଇପାରିବ । ଅନଲାଇନ୍ ବ୍ୟାଙ୍କିଂ ଏବଂ ATM ସେବା ଜାରି ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri