ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ ସଂଗଠନ। ଦେଶର ୧୦ ଟ୍ରେନ ୟୁନିଅନ ସଂସ୍ଥା ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଚାଷୀ ସଂଗଠନ ସମର୍ଥନରେ ଅନେକ କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛନ୍ତି।

ଏହି ଧର୍ମଘଟ ବିଭିନ୍ନ ରାଜ୍ୟରେ ଦୈନନ୍ଦିନ ଜୀବନକୁ ପ୍ରଭାବିତ କରିବ ବୋଲି ଆଶା କରାଯାଉଛି, ଯାହା ବ୍ୟାଙ୍କିଂ ସେବା, ପରିବହନ ଏବଂ ସାଧାରଣ ବ୍ୟବସାୟିକ କାର୍ଯ୍ୟକଳାପକୁ ପ୍ରଭାବିତ କରିବ, ବିଶେଷକରି ସରକାରୀ କ୍ଷେତ୍ର ପ୍ରତିଷ୍ଠାନରେ।
କିଛି ଅଞ୍ଚଳରେ ଶିକ୍ଷାନୁଷ୍ଠାନ ବନ୍ଦ ରହିପାରେ । ବିରୋଧ ପ୍ରଦର୍ଶନ ହେଉଥିବା ଅଞ୍ଚଳରେ ବଜାର ଏବଂ ଦୋକାନଗୁଡ଼ିକ ମଧ୍ୟ ବନ୍ଦ ରହିପାରେ । ସେହିଭଳି କିଛି ସ୍ଥାନରେ ସମ୍ଭାବ୍ୟ “ଚକ୍କା ଜାମ” (ରାସ୍ତା ଅବରୋଧ) ଭଳି ସ୍ଥିତି ଦେଖିବାକୁ ମିଳିବ । ଓଡ଼ିଶାରେ ମଧ୍ୟ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିପାରେ ।

ଭାରତ ବନ୍ଦରେ ଯେଉଁ ସବୁ ଅନୁଷ୍ଠାନ ଖୋଲା ରହିବ, ସେଗୁଡିକ ମଧ୍ୟରେ ରହିଛି ଡାକ୍ତରଖାନା ଏବଂ ଅନ୍ୟାନ୍ୟ ଚିକିତ୍ସା ଅନୁଷ୍ଠାନ, ବେସରକାରୀ କାର୍ଯ୍ୟାଳୟ, ବିମାନବନ୍ଦର, ଏଟିଏମ ଏବଂ ଅନ୍ୟ ଅତ୍ୟାବଶ୍ୟକ ସେବା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri