Posted inଜାତୀୟ

କୃଷକଙ୍କ ୧୦ ଘଣ୍ଟିଆ ଭାରତ ବନ୍ଦ: ଗାଜିପୁର-ଶମ୍ଭୁ ବର୍ଡର ଜାମ

ନୂଆଦିଲ୍ଲୀ,୨୭ ।୯: କୃଷକ ସଙ୍ଗଠନ ଦ୍ୱାରା ସୋମବାର ସକାଳୁ ୧୦ ଘଣ୍ଟିଆ ଭାରତ ବନ୍ଦ ଆରମ୍ଭ ହୋଇଯାଇଛି । ଏହି ସମୟରେ ଦିଲ୍ଲୀ, ଉତ୍ତର ପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ପୋଲିସ ହାଇ ଆଲର୍ଟରେ ରହିଛି । ଏହି ବନ୍ଦ ଡାକରାକୁ ଡଜନେରୁ ଅଧିକ ରାଜନୈତିକ ଦଳ, ସଙ୍ଗଠନ ସମର୍ଥନ କରୁଛନ୍ତି । ସକାଳ ୬ଟାରୁ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ସକାଳ ପ୍ରାୟ ୭ଟା ସୁଦ୍ଧା ଗାଜିପୁର ସୀମାରେ ଏନ୍‌ଏଚ୍‌-୯, ଏନ୍‌ଏଚ୍‌-୨୪କୁ କୃଷକମାନେ ବନ୍ଦ କରି ଦେଇଛନ୍ତି । କୃଷକ ସଙ୍ଗଠନ ସହ ଜଡିତ ନେତାମାନେ ଏଠାରେ ଏକାଠି ହୋଇଛନ୍ତି । ଏହା ବ୍ୟତୀତ କୃଷକମାନେ ଶମ୍ଭୁ ସୀମାକୁ ମଧ୍ୟ ଜାମ କରି ଦେଇଛନ୍ତି । ତେବେ ବନ୍ଦ ସମୟରେ ଆତ୍ୟାବଶ୍ୟକ ସେବାକୁ ଏହାଠାରୁ ଦୂରେଇ ଦିଆଯାଇଛି । ଯେମିତିକି ମିଡିଆ, ହସ୍ପିଟାଲ ,ମେଡିସିନ ଷ୍ଟୋର, ପରୀକ୍ଷାର୍ଥୀ ଇତ୍ୟାଦିଙ୍କୁ ଏଥିରୁ ବାଦ୍ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରପ୍ରଦେଶ ଜିଲା ସଂଖ୍ୟା ଦୁଇଗୁଣା, ୧୩ ରୁ୨୬ କୁ ବୃଦ୍ଧି…

ହାଇଦ୍ରାବାଦ୍‌, ୪।୪ : ଆନ୍ଧ୍ରପ୍ରଦେଶର ଜିଲ୍ଲା ସଂଖ୍ୟା ସୋମବାରଠାରୁ ଦୁଇଗୁଣା ହୋଇ ୧୩ ରୁ ୨୬କୁ ବୃଦ୍ଧି ପାଇବ। ରାଜ୍ୟରେ ନୂତନ ଜିଲା ଗଠନ ପ୍ରକ୍ରିୟା...

କେରଳର ଏକମାତ୍ର ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜଗୋପାଳ ବି କୃଷି ଆଇନକୁ କଲେ ବିରୋଧ

ଥିରୁଭାନନ୍ତପୁରମ,୩୧ ।୧୨: ମୋଦି ସରକାରଙ୍କ କୃଷି ଆଇନକୁ ବିରୋଧ କରି ଗତ ଏକ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଦିଲ୍ଲୀ ସୀମାରେ କୃଷକମାନେ ଆନ୍ଦୋଳନ କରି...

ସାପ୍ତାହିକ ସଂକ୍ରମଣ-ସକ୍ରିୟ ମାମଲାରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୭।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି।ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ...

ଲଭ୍‌ ଜେହାଦ ଅଧ୍ୟାଦେଶକୁ ରାଜ୍ୟପାଳଙ୍କ ମଞ୍ଜୁରୀ: ଆଇନ ହେଲା ଲାଗୁ

ଲକ୍ଷ୍ନୌ,୨୮।୧୧: ଲଭ୍‌ ଜିହାଦ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ପାରିତ ହୋଇଥିବା ଅଧ୍ୟାଦେଶକୁ ଶନିବାର ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କ ମଞ୍ଜୁରୀ ମିଳିଛି।...

ଦିଲ୍ଲୀ ଅଗ୍ନିକାଣ୍ଡ: ମୃତକଙ୍କ ପରିବାର ପାଇଁ କେଜରିଓ୍ବାଲ ଏବଂ ଭାଜପା ପକ୍ଷରୁ ଅନୁକମ୍ପା ମୂଳକ ସହାୟତା ଘୋଷଣା

ନୂଆଦିଲ୍ଲୀ,୮।୧୨: ଦିଲ୍ଲୀର ଏକ ସ୍କୁଲ ବ୍ୟାଗ୍‌ କାରଖାନାରେ ରବିବାର ଅଗ୍ନିକାଣ୍ଡ ଘଟି ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘଟଣାସ୍ଥଳରେ ପହଞ୍ଚି...

ପିତାଙ୍କ ମୃତ୍ୟୁ ପରେ ପୋଷ୍ୟ ସନ୍ତାନଙ୍କୁ ମିଳିବନି ପେନସନ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୮।୧ : ପାରିବାରିକ ପେନସନ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଶୀର୍ଷକୋର୍ଟ କହିଛନ୍ତି ଯେ ଯଦି ଜଣେ ସରକାରୀ କର୍ମଚାରୀ ଥିବା...

ଦାଉଦ ଇବ୍ରାହିମ୍‌ଙ୍କ ସମ୍ପତ୍ତି ନିଲାମ

ନୂଆଦିଲ୍ଲୀ,୧୦।୧୧: ଅଣ୍ଡର ଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କର ସମ୍ପତ୍ତି ନିଲାମ ହୋଇଛି। ଦିଲ୍ଲୀର ଦୁଇ ଆଇନଜୀବୀଙ୍କୁ ଦାଉଦ୍‌ଙ୍କର ୬ ସମ୍ପତ୍ତି ମିଳିଛି। ସେଥିମଧ୍ୟରୁ ଆଇନଜୀବୀ ଅଜୟ...

ଲଞ୍ଚ୍‌ପ୍ୟାଡ୍‌ରେ ୩୦୦ ଆତଙ୍କବାଦୀ: ଭାରତରେ ଅନୁପ୍ରବେଶ ଲାଗି ବସିଛନ୍ତି ସୁଯୋଗ ଉଣ୍ଡି

ଶ୍ରୀନଗର, ୧୦।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ସୃଷ୍ଟି ହେବାରେ ଲାଗିଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଜାଣିଶୁଣି...

Advertisement
Archives

Model This Week