Posted inଜାତୀୟ

୨୭ ସେପ୍ଟେମ୍ବର ଭାରତ ବନ୍ଦ, ଚାଷୀ ସଂଗଠନର ଡାକରା…

ଲକ୍ଷ୍ନୌ,୫।୯: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାର ଜିଆଇସି ଗ୍ରାଉଣ୍ଡରେ କିଷାନ ମହାପଞ୍ଚାୟତରେ ସେପ୍ଟେମ୍ବର ୨୭ରେ ଭାରତ ବନ୍ଦ ଡାକରା ଦିଆଯାଇଛି। କିଷାନ ମହାପଞ୍ଚାୟତରେ ୩୦୦ରୁ ଅଧିକ ଚାଷୀ ସଂଗଠନ ଯୋଗଦେଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୨୫ରେ ଭାରତ ବନ୍ଦ ପାଇଁ ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ ଘୋଷଣା କରାଯାଇଥିଲା। ମାତ୍ର ଏବେ ଏହାକୁ ଘୁଞ୍ଚାଇ ଦିଆଯାଇଥିବା ରେନେତା ରାକେଶ ଟିକାଏତ କହିଛନ୍ତି।

ଆସନ୍ତା ବର୍ଷ ଉତ୍ତରପ୍ରଦେଶ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଭାଜପାକୁ ପରାସ୍ତ କରିବାକୁ ରଣନୀତି ପ୍ରସ୍ତୁତ କରାଯାଇପାରିବ ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ କୁହାଯାଇଛି। ଲକ୍ଷ୍ନୌରେ ମୋର୍ଚ୍ଚାର ବୈଠକ ସେପ୍ଟେମ୍ବର ୯ ଏବଂ ୧୦ରେ ଅନୁଷ୍ଠିତ ହେବ। କଳା କୃଷି ଆଇନ ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ଟିକାଏତ କହିଛନ୍ତି।

ଅଭିଯୋଗ ହୋଇଛି ଯେ ଫେସବୁକ ଟିକାଏତଙ୍କ ଆକାଉଣ୍ଟକୁ ବନ୍ଦ କରିଛି। ଟିକାଏତ କହିଛନ୍ତି, କେନ୍ଦ୍ର ସରକାର ଆମକୁ ଆଲୋଚନା ପାଇଁ ଡାକିଲେ ଆମେ ଯିବୁ। ସରକାର ଆମର ଦାବି ପୂରଣ ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ। ସ୍ବାଧିନତା ସଂଗ୍ରାମ ୯୦ ବର୍ଷ ଧରି ଚାଲିଥିଲା, ତେଣୁ ଏହି ଆନ୍ଦୋଳନ କେତେ ଦିନ ଚାଲିବ ତାହା ଅଜଣା ବୋଲି ସେ କହିଛନ୍ତି।

ମହାପଞ୍ଚାୟତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ଲାଗି ସବୁ ସ୍ଥାନରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?