ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ

ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍‌)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ ଯାନବାହନ, ଦୋକାନ ବଜାର ବନ୍ଦ ରହିଥିବା ଦେଖାଦେଇଛି। ତେବେ ମୟୂରଭଞ୍ଜ ଜିଲାର ମୋରଡ଼ା ଓ ରାସଗୋବିନ୍ଦପୁର ବ୍ଲକରେ ଏହାର ପ୍ରଭାବ ଦେଖାଦେଇଛି। ଧାନକିଣାରେ ଚାଷୀଙ୍କୁ ଉପଯୁକ୍ତ ମୂଲ୍ୟ ପ୍ରଦାନ, ଶ୍ରମିକମାନଙ୍କୁ ସର୍ବନିମ୍ନ ୭୦୦ଟଙ୍କା ମଜୁରୀ ପ୍ରଦାନ, ଭିବିଜି ରା ଜି ୨୦୨୫ ଆଇନ ବାତିଲ, ମନରେଗା କାର୍ଯ୍ୟର ନିୟମ ପରିବର୍ତ୍ତନ, ସମସ୍ତ ପ୍ରକାରର ଭତ୍ତା ବୃଦ୍ଧି ଇତ୍ୟାଦି ପ୍ରସଙ୍ଗରେ ବନ୍ଦ ଡାକରା ଦିଆଯାଇଛି। ମୋରଡା ଓ ରାସଗୋବିନ୍ଦପୁର ବ୍ଲକର ସ୍କୁଲ, କଲେଜ, ସମସ୍ତ ଦପ୍ତର କାର୍ଯ୍ୟାଳୟ ବନ୍ଦ ରହିଥିବା ଦେଖିବାକୁ ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ

ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ…

ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ, ୩ ମାସ ମଧ୍ୟରେ…

କଟକ,୧୨।୨: ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ନେଇ ହାଇକୋର୍ଟ ଆଜି ବଡ଼ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା, ଜମି ପଟ୍ଟାରେ ଲାଗିବ QR କୋଡ୍

ଭୁବନେଶ୍ବର,୧୨।୨: କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଆସିବ ନୂଆ ଜମି ପଟ୍ଟା । ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।…

ପ୍ରେମ ପାଇଁ ନିଜ ଧର୍ମ ଛାଡିଲେ ପ୍ରେମିକା, ମୁସଲିମ୍‌ ଯୁବତୀ ହେଲେ ହିନ୍ଦୁ ଘରର ବୋହୂ

ଭୁବନେଶ୍ୱର,୧୨।୨: ପ୍ରେମ ଋତୁରେ ବିବାହ ବନ୍ଧନରେ ଆବଦ୍ଧ ହେଲେ ପ୍ରେମୀ ଯୁଗଳ । ପ୍ରେମ ପାଇଁ ପ୍ରେମିକା ଛାଡିଲେ ନିଜ ଧର୍ମ । ଆପଣାଇଲେ ସନାତନ ଧର୍ମ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

ଛତ୍ରପୁରରେ ବନ୍ଦର ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ପୂର୍ବତନ ବିଧାୟକ ଗିରଫ

ଛତ୍ରପୁର,୧୨।୨(ଦିଲ୍ଲୀପ ସାମଲ) : ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି ।…

ଶେଷ ହେବ ରାହୁଲଙ୍କ ଲୋକସଭା ସଦସ୍ୟତା! ନୋଟିସ ଦେଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୨।୨: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଲୋକସଭାରେ କଂଗ୍ରେସ ଏମ୍‌ପି ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସଂସଦରେ ସଦସ୍ୟତା ସମାପ୍ତ କରିବାକୁ ଦାବି କରି…

ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri