Posted inଜାତୀୟ

ନାଜାଲ୍‌ କୋଭିଡ୍‌ ଟିକା ପରୀକ୍ଷା ପାଇଁ ଭାରତ ବାୟୋଟେକ୍‌କୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୮।୧: କରୋନା ମହାମାରୀର ତୃତୀୟ ଲହର ସମୟରେ ନାଜାଲ କୋଭିଡ୍‌ ଟିକା ଟ୍ରାଏଲ ପାଇଁ ଭାରତ ବାୟୋଟେକକୁ ମିଳିଛି ଅନୁମତି। ଫେଜ ଥ୍ରୀ’ର କ୍ଲିନିକାଲ ଟ୍ରାଏଲ ପାଇଁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ)ର ବିଶେଷଜ୍ଞ କମିଟି ଏହି ଅନୁମତି ପ୍ରଦାନ କରିଛି। ଏହି ଟିକା ଶରୀରରେ ସଂକ୍ରମଣ ହୋଇଥିବା ସ୍ଥାନରେ ହିଁ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବପାରିବ ବୋଲି ଭାରତ ବାୟୋଟେକ ପକ୍ଷରୁ ସୂଚନା ଦିଆଯାଇଛି।

ଭାରତ ସରକାରଙ୍କ ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ ମୁତାବକ, ଦେଶର ୯ଟି ସ୍ଥାନରେ ଏହି ଟିକାର ତୃତୀୟ ପର୍ଯ୍ୟାୟର ଟ୍ରାଏଲ କରାଯିବ। ଏହି ଟିକା ପ୍ରଥମ ନାଜାଲ ଟିକା, ଯାହାର ତୃତୀୟ ପର୍ଯ୍ୟାୟର ପରୀକ୍ଷଣ ପାଇଁ ମଞ୍ଜୁରୀ ମିଳିଛି। ଭାରତ ବାୟୋଟେକ ଏହି ପରୀକ୍ଷଣ କରିବ। ନାଜାଲ ଭାକସିନ୍‌ ପ୍ରଚଳିତ ହେବା ପରେ ଗଣ ଟିକାକରଣ ଅଧିକ ସହଜ ହୋଇପାରିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଏଆଇଏଡିଏମ୍‌କେ

ଚେନ୍ନାଇ,୬।୭: ଅଲ ଇଣ୍ଡିଆ ଆନ୍ନା ଦ୍ରାଭିଡ ମୁନେତ୍ରା କାଜଗମ(ଏଆଇଏଡିଏମ୍‌କେ) ଶନିବାର ତା’ର ଲୋକ ସଭା ଓ ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି।...

ପ୍ରବାସୀଙ୍କୁ ପର କରିଦେଲା କେନ୍ଦ୍ର

ନୂଆଦିଲ୍ଲୀ, ୮ା୩: ବିଦେଶରେ ରହୁଥିବା ଭାରତର ନାଗରିକ(ଓସିଆଇ)ମାନଙ୍କୁ ଚକିତ କରିଦେବା ଭଳି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ଜାରି କରିଛି। ନାଗରିକତ୍ୱ ଆଇନ, ୧୯୫୫ ଧାରା...

ପ୍ରଥମ ଥର ପାଇଁ ମୋଦି ସରକାରକୁ ସମାଲୋଚନା କଲେ ଅନୁପମ

ନୂଆଦିଲ୍ଲୀ, ୧୨ା୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ଼ ସମର୍ଥକ ଭେଟେରାନ ଆକ୍ଟର ଅନୁପମ ଖେର ପ୍ରଥମ ଥର ପାଇଁ ଭାଜପା ସରକାରକୁ ସମାଲୋଚନା କରିଛନ୍ତି।...

‘ଟୁକ୍‌ଡେ-ଟୁକ୍‌ଡେ ଗ୍ୟାଙ୍ଗ୍‌ ଲିଡର କଂଗ୍ରେସ’

ନୂଆଦିଲ୍ଲୀ,୮ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପାର୍ଲାମେଣ୍ଟରେ କଂଗ୍ରେସ ଦଳକୁ କଡ଼ା ସମାଲୋଚନା କରିଛନ୍ତି। ବ୍ରିଟିଶ ଶାସକ ଚାଲିଯାଇଛନ୍ତି ହେଲେ ସେମାନଙ୍କ ‘ବିଭାଜନ ଓ ଶାସନ’...

ସୀମାନ୍ତ ଗାଁରେ ନେପାଳ ରେଡିଓ ଶୁଭୁଛି

ଡେରାଡୁନ/ପିଥୋରାଗଡ଼,୨୨ା୬: ଭାରତର ସୀମାନ୍ତ ଅଞ୍ଚଳ କାଲାପାନି, ଲିପୁଲେଖ ଓ ଲିମ୍ପିୟାଧୁରାକୁ ନେପାଳ ନୂଆ ମାନଚିତ୍ରରେ ନିଜର ବୋଲି ଦାବି କରିବା ସହ ଆଉ କେତେକ ବଦମାସି...

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଲକ୍ଷ୍ନୌ,୨୦।୩: ଭାରତରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଏହି ମହାମାରୀ ଦେଶର ୧୯ଟି ରାଜ୍ୟରେ ବ୍ୟାପିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ...

କମଲନାଥ ଆରମ୍ଭ କଲେ ସ୍କୁଲ୍‌ ଚଲୋ ଅଭିଯାନ

ଭୋପାଳ,୭।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ରବିବାର ସ୍କୁଲ ଚଲୋ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ଛିନ୍ଦ୍‌ଓ୍ବାଡାରେ ଏହି ଅଭିଯାନର ଆରମ୍ଭ କରାଯାଇଛି। ଶିଶୁଙ୍କୁ ଶିକ୍ଷାଦାନ ଅଧିକାରରୁ...

ମୁଖ୍ୟମନ୍ତ୍ରୀ ନିବାସ ଛାଡିଲେ ଉଦ୍ଧବ ଠାକରେ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ମଙ୍ଗଳବାର ଠାରୁ ଆରମ୍ଭ ହୋଇଥିବା ହାଇଭୋଲଟେଜ ଡ୍ରାମା ବୁଧବାର ମଧ୍ୟ ଜାରି ରହିଛି। ଶିବସେନାର ବିଦ୍ରୋହୀ ବିଧାୟକମାନେ ସୁରତରୁ ଗୁଆହାଟୀରେ ପହଞ୍ଚିଛନ୍ତି। ମହାରାଷ୍ଟ୍ରର...

Advertisement
Archives

Model This Week