କରୋନା ମହାମାରୀ: ନାଜାଲ ଭ୍ୟାକ୍ସିନର ତୃତୀୟ ଷ୍ଟେଜ ଟେଷ୍ଟ ପାଇଁ ଅନୁମତି ମାଗିଲା ଭାରତ ବାୟୋଟେକ

ନୂଆଦିଲ୍ଲୀ,୨୧ ।୧୨: କରୋନା ମହାମାରୀକୁ ଦୂରେଇବା ଲାଗି ଭ୍ୟାକ୍ସିନ ଏକମାତ୍ର ଉପାୟ ହୋଇଥିବା ବେଳେ ଭାରତ ବାୟୋଟେକ ଇତିମଧ୍ୟରେ ଡ୍ରଗ୍ସ ରେଗୁଲେଟରକୁ ନାକରେ ଦିଆଯାଇପାରିବା କୋଭିଡ ଟିକାର ତୃତୀୟ ଷ୍ଟେଜ ଟେଷ୍ଟ ପାଇଁ ଅନୁମତି ମାଗିଛି । ପୂର୍ବରୁ ଦୁଇଟି ଯାକ ଡୋଜ ନେଇ ସାରିଥିବା ଲୋକଙ୍କୁ ଏହା ବୁଷ୍ଟର ଡୋଜ ଭାବେ ଦିଆଯିବ ବୋଲି କମ୍ପାନୀ ଅନୁମତି ଲୋଡିଛି । ସରକାରୀ ସୂତ୍ରରୁ ସୋମବାର ଏହି ସୂଚନା ମିଳିଛି । ହାଇଦ୍ରାବାଦ ସ୍ଥିତ କମ୍ପାନୀ ଦ୍ୱାରା ବିକଶିତ କରାଯାଇଥିବା ନାଜାଲ ଭ୍ୟାକ୍ସିନକୁ ବ୍ୟବହାର ଲାଗି ଏପର୍ଯ୍ୟନ୍ତ ମଞ୍ଜୁରୀ ପ୍ରଦାନ କରାଯାଇ ନାହିଁ । ଇତିମଧ୍ୟରେ ଦେଶର ଔଷଧ ମହାନିୟନ୍ତ୍ରକ(ଡିସିଜିଆଇ)କମ୍ପାନୀ ଦ୍ୱାରା ଉତ୍ପାଦନ କରାଯାଇଥିବା ‘କୋଭାକ୍ସିନ’ ଟିକାକୁ ଉତ୍ପାଦନର ୧୨ମାସ ମଧ୍ୟରେ ବ୍ୟବହାର କରିବାକୁ ଅନୁମତି ପ୍ରଦାନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri