Posted inଜାତୀୟ

ଆଜି ହିମାଚଳ ପ୍ରଦେଶରେ ପ୍ରବେଶ କରିବ ଭାରତ ଯୋଡୋ ଯାତ୍ରା

ସିକିମ,୧୮।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ବୁଧବାର ହିମାଚଳ ପ୍ରଦେଶରେ ପ୍ରବେଶ କରିବ। ଏହାପୂର୍ବରୁ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ମଙ୍ଗଳବାର ଇନ୍ଦୋରା ନିକଟସ୍ଥ ମାନସେର ଟୋଲ ପ୍ଲାଜାରେ ବ୍ୟବସ୍ଥାର ସମୀକ୍ଷା କରିଥିବା ସରକାରୀ ସୂତ୍ରରୁ ଜଣାପଡିଛି। ଭାରତ ଯୋଡୋ ଯାତ୍ରା ହିମାଚଳ ପ୍ରଦେଶରେ ୨୪ କିଲୋମିଟର ଦୂରତା ଅତିକ୍ରମ କରିବ। କାର୍ଯ୍ୟକ୍ରମ ଅନୁଯାୟୀ, ଯାତ୍ରା ସମୟରେ ରାହୁଲ ଗାନ୍ଧୀ ଲୋକଙ୍କ ସହ ଯୋଗାଯୋଗ କରିବେ ଏବଂ ମଲୋଟ ଗ୍ରାମରେ ଏକ ସାଧାରଣ ସଭାରେ ମଧ୍ୟ ସମ୍ବୋଧିତ କରିବେ। ଯାତ୍ରାରେ ମୁଖ୍ୟମନ୍ତ୍ରୀ ସୁଖୁ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀ, କାର୍ଯ୍ୟାଳୟର ଅଧିକାରୀ ଏବଂ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ସମେତ ସମସ୍ତ ୪୦ ଜଣ ବିଧାୟକ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅମୃତ ମହୋତ୍ସବ ବଜେଟ୍‌ରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ, ଆୟକର ସୀମା ଅପରିବର୍ତ୍ତିତ…

ନୂଆଦିଲ୍ଲୀ, ୧।୨ : ବଜେଟରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ। ଆୟକର ସୀମାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଏହାର ସ୍ଲାବ୍‌ ପୂର୍ବ ପରି...

ଭାଜପାକୁ ମିଳିଛି ୨୭୬.୪୫ କୋଟି ଚାନ୍ଦା

ନୂଆଦିଲ୍ଲୀ, ୨୪।୬(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାଜପାକୁ ଇଲେକ୍ଟୋରାଲ ଟ୍ରଷ୍ଟରୁ ସର୍ବାଧିକ ୨୭୬.୪୫ କୋଟି ଟଙ୍କା ଚାନ୍ଦା ମିଳିଛି। ସବୁ ରାଜନୈତିକ ଦଳଙ୍କୁ ମିଳିଥିବା ମୋଟ...

ଦେଶର ହିତ ପାଇଁ ଭାରତ ଯୋଡୋ ଯାତ୍ରା ବନ୍ଦ କରିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ରାହୁଲଙ୍କୁ ଲେଖିଲେ ଚିଠି…

ନୂଆଦିଲ୍ଲୀ,୨୧।୧୨ : ସମଗ୍ର ବିଶ୍ୱରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ସରକାର ସର୍ତକ ସୂଚନା ଜାରି କରିଛନ୍ତି। ନୂତନ ମାମଲା ଉପରେ...

ଜୁନ୍‌ରେ ପ୍ରଧାନମନ୍ତ୍ରୀଙ୍କ ପାଇଁ ଆସିବ ନୂଆ ବିମାନ

ନୂଆଦିଲ୍ଲୀ,୧୦ା୧୦: ପ୍ରଧାନମନ୍ତ୍ରୀଙ୍କ ପାଇଁ ଦୁଇଟି ନୂଆ ସ୍ବତନ୍ତ୍ର ବିମାନ ଆସନ୍ତାବର୍ଷ ଜୁନ୍‌ରେ ଭାରତ ଆସିବ। ଏହି ବିମାନ ଏୟାର ଇଣ୍ଡିଆ ବଦଳରେ ଇଣ୍ଡିଆନ ଏୟାରଫୋର୍ସ ଅଧୀନରେ...

‘ରିସାଟ୍‌-୨ବି’ ଉତ୍‌କ୍ଷେପଣ ସଫଳ

ଶ୍ରୀହରିକୋଟା(ଆନ୍ଧ୍ରପ୍ରଦେଶ),୨୩ା୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଏଠାରେ ବୁଧବାର ରିସାଟ୍‌-୨ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ପୃଥିବୀ ପର୍ଯ୍ୟବେକ୍ଷଣକାରୀ ଏହି ଉପଗ୍ରହ ଲଞ୍ଚ୍‌...

ଆବଶ୍ୟକତା ଆଧାରରେ କଟକଣା

ନୂଆଦିଲ୍ଲୀ, ୨୮।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆସିବା ପରେ ଭାରତର ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି...

ଗସ୍ତକୁ ନେଇ ଝଡ଼ : ସିରିଆ କି ଆଫଗାନିସ୍ତାନ ନ ହେଉ କଶ୍ମୀର

ଶ୍ରୀନଗର,୩୧ା୧୦(ପି.ଟି./ଆଇଏଏନ୍‌ଏସ୍‌): ଯୁଦ୍ଧ ପ୍ରଭାବିତ ସିରିଆ କିମ୍ବା ଆଫଗାନିସ୍ତାନ ଭଳି ସ୍ଥିତି ଜମ୍ମୁ-କଶ୍ମୀରରେ ସୃଷ୍ଟି ନ ହେଉ। କଶ୍ମୀର ଆଉ ଏକ ସିରିଆ କି ଆଫଗାନିସ୍ତାନ ନ...

ବସ୍‌ ଷ୍ଟପ୍‌ରୁ ମିଳିଥିବା ୪୦ ହଜାର ଫେରାଇଲେ ଶ୍ରମିକ: ପୁରସ୍କାର ଭାବେ ବସ୍‌ ଭଡ଼ା ପାଇଁ ନେଲେ କେବଳ ୭ ଟଙ୍କା

ମୁମ୍ବାଇ,୪।୧୧: କୁହାଯାଏ ଅଭାବରୁ ସ୍ବଭାବ ନଷ୍ଟ। ତେବେ ଏହା ମହାରାଷ୍ଟ୍ରର ଜଣେ ଶ୍ରମିକଙ୍କ ପାଖରେ ମିଥ୍ୟାରେ ପରିଣତ ହୋଇଛି। ସ୍ଥାନୀୟ ସାତାରାରେ ବାସ କରୁଥିବା ୫୪...

Advertisement
Archives

Model This Week