Posted inଜାତୀୟ

ଆମ୍ବୁଲାନ୍ସକୁ ରାସ୍ତା ଦେଲେ ଭାରତ ଯୋଡୋ ଯାତ୍ରୀ…

ନୂଆଦିଲ୍ଲୀ,୨୪।୧୨ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଆପୋଲୋ ହସ୍ପିଟାଲର ଏକ ଆମ୍ବୁଲାନ୍ସକୁ ଯିବା ପାଇଁ ତାଙ୍କ ଭାରତ ଯୋଡା ଯାତ୍ରାକୁ କିଛି ସମୟ ଅଟକାଇଥିଲେ। ଆମ୍ବୁଲାନ୍ସକୁ ଯିବା ପରେ ରାହୁଲ ଭାରତ ଯୋଡୋ ଯାତ୍ରୀଙ୍କ ସହ ପୁଣି ଯାତ୍ରା ଆରମ୍ଭ କରିଥିଲେ। ସେ ସାଥୀ ଯାତ୍ରୀମାନଙ୍କୁ ପ୍ରଥମେ ଆମ୍ବୁଲାନ୍ସକୁ ଯିବା ପାଇଁ ରାସ୍ତା ଛାଡ଼ିବାକୁ କହିଥିଲେ।

ଏହି ଘଟଣା ଜାତୀୟ ରାଜଧାନୀର ଆପୋଲୋ ହସ୍ପିଟାଲ ନିକଟରେ ପୂର୍ବାହ୍ନ ୮ଟା ୩୦ରେ ସମୟରେ ଘଟିଥିଲା। ରାହୁଲଙ୍କ ନେତୃତ୍ୱରେ ଭାରତ ଯୋଡୋ ଯାତ୍ରା ସକାଳେ ହରିୟାଣାର ବଦରପୁର ସୀମାରୁ ଦିଲ୍ଲୀରେ ପ୍ରବେଶ କରିଥିଲା। ଏହି ଯାତ୍ରା ଦିଲ୍ଲୀର ବଦରପୁର ସୀମାଠାରୁ ୨୩ କିଲୋମିଟର ଦୂରତା ଅତିକ୍ରମ କରିବ ଏବଂ ଲାଲ କିଲ୍ଲା ନିକଟରେ ଶେଷ ହେବ।

ଭାରତ ଯୋଡା ଯାତ୍ରା ଇତିମଧ୍ୟରୋ ପ୍ରାୟ ୩୦୦୦ କିଲୋମିଟର ଦୂରତା ଅତିକ୍ରମ କରିସାରିଛି। ଜାନୁଆରୀ ଶେଷରେ ଜମ୍ମୁ-କଶ୍ମୀରରେ ସମାପ୍ତ ହେବା ପୂର୍ବରୁ ଏହା ୧୨ ଟି ରାଜ୍ୟରେ ସମୁଦାୟ ୩,୫୭୦ କିଲୋମିଟର ଅତିକ୍ରମ କରିବ।।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri