ମଞ୍ଚରେ ପଡିଯାଇ ଭାରତ ନାଟ୍ୟମ ନୃତ୍ୟ ଗୁରୁ ଶ୍ରୀଗଣେଶନଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୦।୬: ଭୁବନେଶ୍ୱର ଭଞ୍ଜକଳା ମଣ୍ଡପରେ ଆୟୋଜିତ ହୋଇଥିବା ଶ୍ରୀ ଜୟଦେବ ରାଷ୍ଟ୍ରୀୟ ସମାରୋହ ଓ ନବୀନ କଳାକାର ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଘଟଣ। ଶୁକ୍ରବାର କାର୍ଯ୍ୟକ୍ରମର ତୃତୀୟ ସାରେ ମ୍ୟାଲେସିଆରୁ ଆସିଥିବା ଭାରତ ନାଟ୍ୟମ ନୃତ୍ୟ ଗୁରୁ ଶ୍ରୀଗଣେଶନ ନୃତ୍ୟ ପରିବେଷଣ ବେଳେ ମଞ୍ଚରେ ପଡିଯାଇ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।

ସୂଚନାଯୋଗ୍ୟ, ନୃତ୍ୟ ପରିବେଷଣ ପାଇଁ ଦୀପ ପ୍ରଜ୍ଜ୍ୱଳନ କାର୍ଯ୍ୟକ୍ରମ ହୋଇଥିଲା। ନୃତ୍ୟ ଗୁରୁ ଶ୍ରୀଗଣେଶନ ଦୀପ ପ୍ରଜ୍ଜ୍ୱଳନ କରୁଥିବା ବେଳେ ମଞ୍ଚରେ ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri