ଭାରତମାତାର ସୁଯୋଗ୍ୟ ସନ୍ତାନ ଥିଲେ ସୁଭାଷ ଚନ୍ଦ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ। ୧୮୯୭ ଜାନୁୟାରୀ ୨୩ରେ କଟକରେ ଜନ୍ମଗ୍ରହଣ କରିଥିଲେ ସୁଭାଷ ବୋଷ। ସେହିପରି ଆଜି ହେଉଛି ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ ତମ ଜନ୍ମଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଭାରତମାତାର ସୁଯୋଗ୍ୟ ସନ୍ତାନ ଥିଲେ ସୁଭାଷ ବୋଷ୍‌। ଓଡ଼ିଶାର ମାଟି ତାଙ୍କୁ ସେବା ଓ ସଂଗ୍ରାମର ମନ୍ତ୍ରରେ ଦୀକ୍ଷିତ କରିଥିଲା। ତାଙ୍କ ଦୃଢ଼ ନେତୃତ୍ୱ, ଅତୁଳନୀୟ ଦେଶ ଭକ୍ତି ସମସ୍ତଙ୍କ ହୃଦୟରେ ଚିର ଅମର ହୋଇ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ମଧ୍ୟ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଆଦିବାସୀ ତଥା ସାଧାରଣ ଜନତାଙ୍କ ସାର୍ଥ ରକ୍ଷା ସହ ଦେଶର ସ୍ବାଧୀନତା ପାଇଁ ବ୍ରିଟିଶ ବିରୋଧୀ ସଶସ୍ତ୍ର ସଂଗ୍ରାମରେ ତାଙ୍କର ପରାକ୍ରମ ଏବଂ ବଳିଦାନ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିଛି ବୋଲି ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri