Posted inଜାତୀୟ

କମ୍ପାନୀ ଟଙ୍କାରେ ନିଜର ବିୟୁଟି ଚିକିତ୍ସା କରାଉଥିଲେ

ନୂଆଦିଲ୍ଲୀ,୨୩।୨: ଫିନଟେକ୍‌ ଫାର୍ମ ଭାରତପେ’ ଏହାର ମ୍ୟାନେଜିଂ ଡିରେକ୍ଟର ଅଶନୀର ଗ୍ରୋଭରଙ୍କ ସ୍ତ୍ରୀ ମାଧୁରୀ ଜୈନଙ୍କୁ ବିଦା କରିଛି। ଏକ୍ସଟରନାଲ ଅଡିଟ୍‌ ପରେ ଆର୍ଥିକ ଅନିୟମିତତା ଏବଂ ଷ୍ଟକ ଅପଶନକୁ ବାତିଲ କରିବାରୁ କମ୍ପାନୀ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।

“ଏମପ୍ଲୟମେଣ୍ଟ ଏଗ୍ରିମେଣ୍ଟ ନିୟମ ଅନୁଯାୟୀ, ମାଧୁରୀ ଜୈନ ଗ୍ରୋବରଙ୍କ ସେବାକୁ ସମାପ୍ତ କରିଥିବା ଆମେ ସ୍ପଷ୍ଟ କରୁଛୁ” ବୋଲି ଭାରତପେ’ ପ୍ରବକ୍ତା କହିଛନ୍ତି।

ମାଧୁରୀ କମ୍ପାନୀ ଫଣ୍ଡ୍ସରେ ବ୍ୟକ୍ତିଗତ ସୌନ୍ଦର୍ଯ୍ୟ ଚିକିତ୍ସା କରାଇଥିଲେ। ଏଥି ସହିତ ସେ କମ୍ପାନୀ ଟଙ୍କାରେ କିଛି ଇଲେକ୍ଟ୍ରୋନିକ୍‌ ଆଇଟମ୍‌ କିଣିବା ସହ ସପରିବାର ଆମେରିକା ଓ ଦୁବାଇ ଟ୍ରିପ୍‌ ଯାଇଥିଲେ। ଏପରି କି ତାଙ୍କ ବ୍ୟକ୍ତିଗତ ଷ୍ଟାଫଙ୍କୁ ମଧ୍ୟ କମ୍ପାନୀ ଆକାଉଣ୍ଟରୁ ଦରମା ଦେଇଥିବା ଅଭିଯୋଗ ହୋଇଛି। ତେବେ ୩ ମାସ ପାଇଁ ଛୁଟିରେ ଥିବା ଭାରତପେ’ ପ୍ରତିଷ୍ଠାତା ଅଶନୀର ସ୍ତ୍ରୀଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?