ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ । ଚନ୍ଦକା ପୋଲିସ ୭ ଜଣଙ୍କୁ ମହିଳାଙ୍କ ଉପରକୁ ହାତ ଉଠାଇଥିବା ଘଟଣାରେ ଗିରଫ କରି କୋର୍ଟ ଚାଲାଣ କରିଛି । ଏଥିସହିତ ସେମାନଙ୍କ ମୋବାଇଲ ଓ ତା ମଧ୍ୟରୁ ଗୋଟେ ଭିଡିଓ ଓ ଗୋଟେ ଅଡିଓ ଜବତ କରିଛି ପୋଲିସ । ତେବେ ୭ ଜଣ ସମସ୍ତେ ଛାତ୍ର ବୋଲି ଜଣାପଡିଛନ୍ତି । ହେଲେ ସେଦିନ ସେମାନେ ଏତେ ରାତିରେ ସେଠି କ’ଣ କରୁଥିଲେ ସେନେଇ କିଛି ଜଣା ପଡିନି ।

ତେବେ ୭ ଜଣ ଅଭିଯୁକ୍ତଙ୍କ କହିବା ଅନୁସାରେ, ଆମେ କେହି ହାତ ଉଠାଇ ନାହୁଁ। ମେଜରଙ୍କ ବାନ୍ଧବୀ ଜଣଙ୍କ ଆଗ ତାଙ୍କୁ ଦୁର୍ବ୍ୟବହାର କରିବା ପରେ ସେ ତାଙ୍କ ସହ ଯୁକ୍ତି ତର୍କ କରିଥିଲେ। ସେମାନେ ନିଶାରେ ଥିଲେ ଆମ ସହ ଆଗୁଆ ଯୁକ୍ତିତର୍କ କରିଥିଲେ। ଭିଡିଓରେ ଦେଖିପାରିବେ ମେଜର ଜଣକ ଆମକୁ ଠେଲାପେଲା କରିଥିଲେ। ଭରତପୁର ଥାନାରେ କ’ଣ ଘଟିଛି ଆମେ ଜାଣିନୁ। ଏସମ୍ପର୍କରେ ମାଡାମ ଗଣମାଧ୍ୟମରେ ମତ ଦେଇଛନ୍ତି।

ତେବେ ଗତ ୧୫ ତାରିଖରେ ୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାରରେ ଯାଉଥିବା ସମୟରେ ମଝି ରାସ୍ତାରେ ୨ଟି କାରରେ କିଛି ରୋଡ ରୋମିଓ ସେମାନଙ୍କୁ ସାଇଡ ମାରିବା ସହ ଦୁର୍ବ୍ୟବହାର କରିଥିଲେ। ଯାହାକୁ ନେଇ ଦୁହେଁ ଅଭିଯୋଗ କରିବା ପାଇଁ ଭରତପୁର ଥାନାକୁ ଯାଇଥିଲେ। ହେଲେ ଥାନା ଅଧିକାରୀ ଏନେଇ କାର୍ଯ୍ୟନୁଷ୍ଠାନ ନଗ୍ରହଣ କରି ଲିଖିତ ଅଭିଯୋଗ କରିବାକୁ କହିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri