Posted inଜାତୀୟ

ଥାନାରେ ପ୍ରଥମ ରାତି କାଟିଲେ ବର-କନ୍ୟା

ଅହମ୍ମଦାବାଦ, ୨୫।୫: ରାଜସ୍ଥାନର ଭରତପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ବିବାହ ସମାରୋହରେ ବରଯାତ୍ରୀଙ୍କ ଝଗଡା ଯୋଗୁ ବର-କନ୍ୟାଙ୍କୁ ଥାନାରେ ପ୍ରଥମ ରାତି କାଟିବାକୁ ପଡିଛି। ଏହି ବରଯାତ୍ରୀରେ ଆସିଥିବା ଲୋକେ ଟ୍ରେନରେ ମଦ୍ୟପାନ କରିଥିଲେ। ସେମାନେ କେବଳ ଟ୍ରେନ୍‌ ଯାତ୍ରୀଙ୍କ ସହ ଅସଦାଚରଣ କରି ନ ଥିଲେ ବରଂ ଜିଆରପି ଯବାନଙ୍କ ଉପରେ ଆକ୍ରମଣ କରି ସେମାନଙ୍କ ଅସ୍ତ୍ରଶସ୍ତ୍ର ମଧ୍ୟ ଛଡ଼ାଇ ନେଇଥିଲେ। ପରେ ବରଯାତ୍ରୀଙ୍କୁ ପୋଲିସ ଗିରଫ କରିଥିଲା ଏବଂ ବର-କନ୍ୟାଙ୍କୁ ମଧ୍ୟ ପୋଲିସ ଷ୍ଟେଶନ ଆଣିଥିଲା।
ଜିଆରପି ପୋଲିସ କଳ୍ପନା ସୋଲାଙ୍କି କହିଛନ୍ତି ଯେ, ଅହମ୍ମଦାବାଦରୁ ଏକ ବରଯାତ୍ରୀ ଦଳ ଆଗ୍ରାର ଫତେହପୁର ସିକ୍ରିକୁ ଆସିଥିଲା। ରବିବାର ରାତିରେ ବରଯାତ୍ରୀ ଟ୍ରେନରେ ଫତେହପୁର ସିକ୍ରିରୁ ଅହମ୍ମଦାବାଦକୁ ଫେରୁଥିଲେ। ରାତି ପ୍ରାୟ ୧୨ଟା ପରେ ଟ୍ରେନରେ ଥିବା କିଛି ଯାତ୍ରୀ ମଦ୍ୟପାନ କରି ପ୍ରବଳ ଗଣ୍ଡଗୋଳ କରିଥିଲେ। ସେ ଟ୍ରେନରେ ବସିଥିବା ଯାତ୍ରୀଙ୍କୁ ମାଡ ମାରିଥିଲେ। ଯାତ୍ରୀମାନେ ଏ ବିଷୟରେ ଜିଆରପିକୁ ସୂଚନା ଦେଇଥିଲେ। ଏହା ଉପରେ ଜିଆରପି ଯବାନମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri