ରାତିରେ ବୁଲିହେବ ଭରତପୁର ଜଙ୍ଗଲ

ଭୁବନେଶ୍ୱର, ୧୯।୧(ଅସମାପିକା ସାହୁ) : ଚନ୍ଦକାରେ ଆରମ୍ଭ ହେବ ‘ନକ୍‌ଚରାଲ ଟ୍ରେଲ୍‌’। ରାତିରେ ଜଙ୍ଗଲ ବୁଲିବାର ମଜା ନେବେ ଲୋକେ। ଚନ୍ଦକା ବନଖଣ୍ଡ ଅଧୀନ ଭରତପୁର ଜଙ୍ଗଲରେ ରାତିରେ ସଫାରୀ ଚାଲିବ। ଏହା ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ। ପୂର୍ବରୁ ଗୋଡିବାରୀ ଏବଂ ଭରତପୁରରୁ ଦିନ ସମୟରେ ଜଙ୍ଗଲ ସଫାରି ଚାଲୁଛି। ଏବେ ଭରତପୁରରୁ ରାତିରେ ସଫାରି ଆରମ୍ଭ ହେବ। ଏହା ରାତି ସାଢ଼େ ୯ଟା ପର୍ଯ୍ୟନ୍ତ ଚାଲିବ। ୮ ସିଟର ଗାଡ଼ିରେ ଏକଘଣ୍ଟା ବୁଲିବା ପାଇଁ ଟିକେଟ ଦାମ୍‌ ୧ ହଜାର ଟଙ୍କା ରହିଥିବାବେଳେ ଦେଢ଼ଘଣ୍ଟା ପାଇଁ ୧୫ଶହ ଟଙ୍କା ରହିଛି। ଏହି ନାଇଟ ନକ୍‌ଚରାଲ ଟ୍ରେଲ ଦ୍ୱାରା ଛାତ୍ରୀଛାତ୍ର ଓ ରିସର୍ଚ୍ଚ ସ୍କଲାର ଅଧିକ ଉପକୃତ ହେବେ ବୋଲି ବନବିଭାଗ ଆଶା ରଖିଛି। ଏଠାରେ ଲୋକେ ହରିଣ, ବାର୍‌ହା, ହାତୀ ଦେଖିପାରିବେ। ଆଗକୁ ବନ ବିଭାଗ ଭରତପୁର ଜଙ୍ଗଲରେ ବାଇସନ ଆଣି ଛାଡ଼ିବାର ଯୋଜନା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜ୍ଞପ୍ତି ଜାରିି: ସବୁ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ VBGRAMG ଆକ୍ଟ-୨୦୨୫ ଲାଗୁ

ନୂଆଦିଲ୍ଲୀ,୧୧।୫: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସୋମବାର VBG RAMG ଆକ୍ଟ-୨୦୨୫ ଲାଗୁ ହେବା ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛି। ଜୁଲାଇ ପହିଲା ୨୦୨୬ରୁ VB-G RAM…

ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି

ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି…

ମୁଖ୍ୟମନ୍ତ୍ରୀ ହେଉ ହେଉ ପ୍ରଥମ କ୍ୟାବିନେଟ ବୈଠକରେ ୬ ବଡ଼ ନିଷ୍ପତ୍ତି ନେଲେ ଶୁଭେନ୍ଦୁ, ଯାହା କରି ନଥିଲେ ଦିଦି କରି ଦେଖାଇବେ ଅଧିକାରୀ

କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ସମସ୍ତ ସମ୍ପୃକ୍ତ ଅଧିକାରୀ ଉପସ୍ଥିତ ଥିଲେ। ବୈଠକ ପରେ,…

ଅନ୍ୟ ଥାନା ଉପରେ ନିର୍ଭର କରୁଛି ପୁରୁଷୋତ୍ତମପୁର ପୋଲିସ: ମହିଳା-ଶିଶୁ ଡେକ୍ସରେ ପୁରୁଷ ଅଧିକାରୀ, ସମସ୍ୟା ଜଣାଇବାକୁ କୁଣ୍ଠିତ ପୀଡ଼ିତା

ପୁରୁଷୋତ୍ତମପୁର,୧୦।୫ (ସବିତା ମିଶ୍ର): ରାଜ୍ୟରେ ମହିଳା ଓ ଶିଶୁଙ୍କ ପ୍ରତି ବଢ଼ିଚାଲିଥିବା ନିର୍ଯାତନାକୁ ରୋକିବା ସହ ଅପରାଧୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ସରକାରଙ୍କ ଗୃହ ବିଭାଗ…

କଟକରେ ବୁଲିଲା ଖଣ୍ଡା: ହଠାତ୍‌ ସ୍କୁଟିରେ ଆସି…

କଟକ,୧୧।୫: କଟକରେ ବୁଲିଲା ଖଣ୍ଡା । ଚନ୍ଦନ ଯାତ୍ରା ଚାଲୁଥିବା ସମୟରେ ଖଣ୍ଡାରେ ଆକ୍ରମଣ। ଏଭଳି ଅଭାବନୀୟ ଘଟଣା ଘଟିଛି ସଦର ଥାନା ପୁରୁଣା କାଚରାମାଳରେ। ମରଣାନ୍ତକ…

ବର୍ଷେ ପର୍ଯ୍ୟନ୍ତ ସୁନା ନ କିଣିଲେ କ’ଣ ଶସ୍ତା ହୋଇଯିବ ସୁନା? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: ଭାରତୀୟ ପରିବାରରେ ସୁନା ସର୍ବଦା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଆସିଛି, ତାହା ଅଳଙ୍କାର ଆକାରରେ ହେଉ କିମ୍ବା ନିବେଶ ଭାବରେ। ତଥାପି, ଭାରତ ବିଶ୍ୱର…

ସରକାର ଗଠନର ଗୋଟିଏ ଦିନ ପରେ ଦେଖାଦେଲାଣି ଫାଟ, ଅସନ୍ତୋଷ ପ୍ରକାଶ କଲେ ସହଯୋଗୀ …

ଚେନ୍ନାଇ,୧୧।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କ ଶପଥ ଗ୍ରହଣ ସମାରୋହ ସମୟରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ, ଜାତୀୟ ସଙ୍ଗୀତ(ଜନଗଣ ମନ) ଏବଂ ରାଷ୍ଟ୍ରଗୀତ(ବନ୍ଦେ ମାତରମ)…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ନିଷ୍ପତ୍ତି: ଭାରତ-ବାଂଲାଦେଶ ସୀମାରେ ଲାଗିବ ତାରବାଡ଼

କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା ପରେ ଶୁଭେନ୍ଦୁ ଅଧିକାରୀ ସୋମବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri