ପୁଣି ଚର୍ଚ୍ଚାରେ ଭରତପୁର: ନୂତନ ଆଇଆଇସି କଲେ ଯଜ୍ଞ, ଲଙ୍କା, ଲେମ୍ବୁ ଲଗାଇ…

ଭୁବନେଶ୍ୱର,୨୩।୯:  ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଆଉ ଏକ ଫର୍ଦ୍ଦ   ଚର୍ଚ୍ଚାରେ ଜୋଡି ହୋଇଯାଇଛି।  ଥାନାରେ ନୂଆ ଆଇଆଇସି ପୂଜାପାଠ କରିଛନ୍ତି । କାର୍ଯ୍ୟରେ ଯୋଗଦେଇ ଯଜ୍ଞରେ କର୍ତ୍ତା  ହୋଇବସିଛନ୍ତି ଆଇଆଇସି  ଦୀପକ ଖଣ୍ଡାୟତ ରାୟ।  ବ୍ରାହ୍ଣଣ ଆସି ପୂଜାପାଠ କରୁଛନ୍ତି। ମନ୍ତ୍ରୋଚାରଣ ଭିତରେ କମ୍ପୁଛି ଥାନା ପରିବେଶ। କିଛିଦିନ ହେଲା ଭରତପୁର ଥାନା ବିବାଦ ଘେରରେ ଥିବାବେଳେ, ଶାନ୍ତି ପ୍ରତିଷ୍ଠା ପାଇଁ ଯଜ୍ଞ କରୁଛନ୍ତି ନୂଆ ଭାରପାପ୍ତ ଆଇଆଇସି। ବ୍ରାହ୍ମଣ ନଜର ହଟାଇବାକୁ  ଲଙ୍କା ଲେମ୍ବୁ ଟାଙ୍ଗୁଥିବା ଦେଖିବାକୁ ମିଳିଛି।
ତେବେ ନୂଆ  ଆଇଆଇସି କହିଛନ୍ତି, ନୂଆ ଜଏନ କଲି, ମାନସିକ ଶାନ୍ତି ପାଇଁ ପୂଜା କରୁଥିବା କହିଛନ୍ତି।
ଅନ୍ୟପକ୍ଷେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ  ସେ କହିଛନ୍ତି, ଆମ ଅନୁରୋଧ ରଖି ସାକ୍ଷାତ କରିବାକୁ ସମୟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛୁ। ଦୁଇ ଦିନ ପୂର୍ବେ ପୋଲିସ ଅଧିକାରୀମାନେ ୟୁନିଫର୍ମ ପିନ୍ଧି ପ୍ରତିବାଦ ଜଣାଇଥିବାରୁ ଏହି ତଦନ୍ତ ନିରପେକ୍ଷ ହେବ କି ନାହିଁ ମନରେ ସନ୍ଦେହ ଥିଲା। ତେଣୁ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲୁ। ମୁଖ୍ୟମନ୍ତ୍ରୀ ଆମର ଏହି ଦାବିକୁ ମାନି ନେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ତଦନ୍ତ ରିପୋର୍ଟରେ ସତ ଉନ୍ମୋଚନ ହେବ ବୋଲି ବିଶ୍ୱାସ ଥିବା ସେ କହିଛନ୍ତି। ଏଥିସହ ଯେଉଁମାନେ ଝିଅର ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି  ସେମାନଙ୍କୁ ଚିହ୍ନଟ କରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଯୁବତୀଙ୍କ ବାପା କହିଛନ୍ତି।
ଝିଅ ରେଷ୍ଟୁରାଣ୍ଟ ଚଳାଉଥିବାରୁ ସବୁବେଳେ ରାତିରେ ଘରକୁ ଫେରେ। ତେଣୁ ଏହାକୁ ନେଇ ଭବିଷ୍ୟତରେ ଯେପରି କୌଣସି ସମସ୍ୟା ନହୁଏ ତାହା ସମାଧାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛନ୍ତି  ତାଙ୍କ ବାପା । ମୁଖ୍ୟମନ୍ତ୍ରୀ ମଧ୍ୟ ଏହାକୁ ଗୁରୁତର ସହ ବିଚାରକୁ ନେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି ।…

JDUରେ ସାମିଲ ହେଲେ ନିଶାନ୍ତ, କହିଲେ ମୋ ବାପାଙ୍କ ଉପରେ ମୁଁ ଗର୍ବ କରେ

ପାଟନା,୮।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜନତା ଦଳ ୟୁନାଇଟେଡ (ଜେଡିୟୁ)ରେ ଯୋଗ ଦେଇଛନ୍ତି। ବୈଠକ ସମୟରେ ସେ ଦଳୀୟ କର୍ମୀମାନଙ୍କୁ ସ୍ବାଗତ କରିଥିଲେ।…

‘ସମାଜ ଗଠନରେ ନାରୀମାନଙ୍କ ଭୂମିକା ଅତୁଳନୀୟ’

ଥୁଆମୂଳ ରାମପୁର,୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏକ…

ବଡ଼ ଘୋଷଣା କଲେ ମହମ୍ମଦ ମୋକିମ୍‌, ଏହି ଦିନ ଲଞ୍ଚ କରିବେ ନୂଆ ଦଳ

ଭୁବନେଶ୍ବର,୮ା୩: ଏପ୍ରିଲ୍‌ ୮ରେ ମହମ୍ମଦ ମୋକିମ୍‌ ନୂଆ ଦଳ ଲଞ୍ଚ୍‌ କରିବେ । ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ ବୋଲି ଘୋଷଣା କରିଛନ୍ତି…

‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ…

ଫାଇନାଲ ମ୍ୟାଚରେ ହେବ ବର୍ଷା! ଜାଣନ୍ତୁ କେମିତି ରହିଛି ପାଗ

ନୂଆଦିଲ୍ଲୀ,୮।୩: ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଟିମ ଇଣ୍ଡିଆ ୨୦୨୬ ଟି୨୦ ବିଶ୍ୱକପ ଫାଇନାଲରେ ପହଞ୍ଚିଛି। ଭାରତ ରବିବାର, ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri