Posted inଖେଳ

ଆରସିବିକୁ ମିଳିଲା ନୂଆ ଫିନିଶର

ଦୁବାଇ,୮।୧୦: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ପାଇଁ ଶେଷ ବଲରେ ହାରିବା କିଛି ନୂଆ କଥା ନାହିଁ। କିନ୍ତୁ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ଏଭଳି ଘଟିନାହିଁ। ଶେଷ ବଲରେ ଦଳକୁ ଜିତିବା ପାଇଁ ୫ ରନ୍‌ ଦରକାର ଥିଲା। କିନ୍ତୁ ଶୀକର ଭରତ ଛକା ମାରି ଆରସିବି ପାଇଁ ତ୍ରାଣକର୍ତ୍ତା ସାଜିଥିଲେ। ଦିଲ୍ଲୀ ପକ୍ଷରୁ ଧାର୍ଯ୍ୟ ୧୬୪ ରନ୍‌ର ବିଜୟ ଲକ୍ଷ୍ୟକୁ ଅନ୍ତିମ ବଲରେ ହାସଲ କରି ନେଇଛି ବାଙ୍ଗାଲୋର। ବିଜୟ ସତ୍ତ୍ୱେ ପଏଣ୍ଟ ଟେବୁଲରେ ଦଳର ସ୍ଥାନରେ କୌଣସି ପରିବର୍ତ୍ତନ ହେବ ନାହିଁ।

୧୬୫ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ବାଙ୍ଗାଲୋର ଖୁବ୍‌ ଶସ୍ତାରେ ଦୁଇ ଓପନରଙ୍କ ଉଇକେଟ ହରାଇଥିଲା। ଏବି ଡି’ ଭିଲୟର୍ସ (୨୬) ମଧ୍ୟ ବିଫଳ ହୋଇଥିଲେ। ଏହାପରେ ଗ୍ଲେନ ମ୍ୟାକ୍ସଓ୍ବେଲ (୫୧ ରନ୍‌, ୮ ଚୌକା)ଙ୍କ ସହ ଭରତ ମିଶି ୪ର୍ଥ ଉଇକେଟ ପାଇଁ ଯୋଡ଼ିଥିଲେ ୧୧୧ ରନ୍‌। ଅନ୍ତିମ ବଲରେ ଛକା ମାରି ମ୍ୟାଚ୍‌ ଜିତାଇଥିବା ଭରତ ୭୪୮ ରନ କରିଥିଲେ। ତାଙ୍କ ପାଳିରେ ସାମିଲ ଥିଲା ୩ ଚୌକା ଓ ୪ ଛକା। ଦିଲ୍ଲୀ ପକ୍ଷରୁ ଅନରିଚ ନର୍ଟେଜ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଲି ଅବସରରେ ଶୁଭେଚ୍ଛା ଜଣାଇଲେ କୋହଲି, ସଚିନ

ନୂଆଦିଲ୍ଲୀ,୧୦।୩- ଭାରତୀୟ କ୍ରିକେଟ ଜଗତ ମଙ୍ଗଳବାର ହୋଲି ଅବସରରେ ଫ୍ୟାନମାନଙ୍କୁ ଶୁଭେଚ୍ଛା ଜଣାଇଛି। ଭାରତୀୟ ଅଧିନାୟକ ବିରାଟ କୋହଲି ଟୁଇଟ୍‌ କରିଛନ୍ତି। ସୁରକ୍ଷିତ ଭାବେ ହୋଲି...

ଭାବବିହ୍ବଳ ବିଦାୟ ଲାଗି ପ୍ରସ୍ତୁତ ତାହିର

ମାଞ୍ଚେଷ୍ଟର,୫।୭- ଦକ୍ଷିଣ ଆଫ୍ରିକା ଲେଗ୍‌ ସ୍ପିନର ଇମ୍ରାନ ତାହିର ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେବା ଲାଗି ପ୍ରସ୍ତୁତ। ଶନିବାର ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ବିପକ୍ଷ...

୨୦୨୦ ସିଜନ ଶେଷରେ ଫେରାରି ଛାଡିବେ ଭେଟେଲ

ପ୍ୟାରିସ୍‌,୧୨।୫ (ଏଏଫ୍‌ପି): ଜର୍ମାନୀର ଫର୍ମୁଲା-୧ ଡ୍ରାଇଭର ସେବାଷ୍ଟିଆନ ଭେଟେଲ ଚଳିତ ୨୦୨୦ ସିଜନ ପରେ ଫେରାରି ଛାଡିବେ ବୋଲି କହିଛନ୍ତି। ୪ଥର ଫର୍ମୁଲା-୧ ବିଶ୍ୱ ଚାମ୍ପିୟନ...

ଆଇପିଏଲ୍‌-୧୪: ସ୍ମିଥ୍‌ଙ୍କୁ ଛାଡ଼ିଲା ରାଜସ୍ଥାନ, ସାମସନ ଅଧିନାୟକ

ନୂଆଦିଲ୍ଲୀ,୨୧।୧(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫ୍ରାଞ୍ଚାଇଜ୍‌ଗୁଡିକ ଅଣ୍ଡର ପରଫର୍ମର ଖେଳାଳିମାନଙ୍କୁ ଛାଡିଛନ୍ତି। ଏନେଇ ଦଳଗୁଡିକ ରିଲିଜ୍‌ ତାଲିକା ପ୍ରକାଶିତ କରିଛନ୍ତି। କେତେକ ସୁପରଷ୍ଟାରଙ୍କୁ...

ଆଇପିଏଲ୍‌ ପରେ ଦକ୍ଷିଣ ଆଫ୍ରିକା ସହ ଟି୨୦ ସିରିଜ୍‌

ନୂଆଦିଲ୍ଲୀ,୩।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ସଂସ୍କରଣ ଶେଷ ହେବାର ତୁରନ୍ତ ପରେ ଦକ୍ଷିଣ ଆଫ୍ରିକା ସହ ଏକ ଦ୍ୱିପାକ୍ଷିକ ଟି୨୦ ସିରିଜ୍‌ ଖେଳିବ।...

କ୍ରିକେଟକୁ ମିଳିଲା ନୂଆ ମାଲିଙ୍ଗା: ୭ ରନ୍‌ ଦେଇ ନେଲେ ୬ ଉଇକେଟ୍‌

ଶ୍ରୀଲଙ୍କା ପ୍ରସିଦ୍ଧ ବୋଲର୍‌ ଲାସିଥ୍‌ ମାଲିଙ୍ଗା ନିଜ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ଟେଷ୍ଟ କ୍ରିକେଟରୁ ଅବସର ନେଇସାରିଥିବା ମାଲିଙ୍ଗା ଆଗାମୀ ବର୍ଷ ଅଷ୍ଟ୍ରେଲିଆରେ...

ମହିଳା ବିଗ୍‌ ବାସ୍‌ ଲିଗ୍‌: ସିଡ୍‌ନୀ ଥଣ୍ଡରକୁ ଦ୍ୱିତୀୟ ଟାଇଟଲ୍‌

ସିଡନୀ,୨୯।୧୧: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ମହିଳା ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ରେ ସିଡ୍‌ନୀ ଥଣ୍ଡର ଏଥର ଚାମ୍ପିୟନ ହୋଇଛି। ଶନିବାର ସ୍ଥାନୀୟ ନର୍ଥ ସିଡ୍‌ନୀ ଓଭାଲ...

ରଣଜୀ ଟ୍ରଫି: ଅନୁରାଗ, ଦେବାଶିଷଙ୍କ ଅର୍ଦ୍ଧଶତକ

କଟକ ଅଫିସ,୧୩ା୨-  ଚଳିତ ସିଜନର ଅନ୍ତିମ ଲିଗ ପର୍ଯ୍ୟାୟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବାରବାଟୀ ଷ୍ଟାଡିୟମରେ ଘରୋଇ ଓଡ଼ିଶା ଦଳ ଏହି ନିର୍ଣ୍ଣାୟକ ମ୍ୟାଚ୍‌ରେ...

Advertisement
Archives

Model This Week