Posted inଜାତୀୟ

୫ଜି ଆସିଲେ ଗ୍ରାମାଞ୍ଚଳରେ ୧୦୦ ଏମ୍‌ବିପିଏସ୍‌ରେ ଚାଲିବ ନେଟ୍‌

ନୂଆଦିଲ୍ଲୀ,୬।୧୦: ଏୟାରଟେଲ ଏବଂ ଏରିକ୍ସନ ପକ୍ଷରୁ ଭାରତର ପ୍ରଥମ ୫ଜି ନେଟୱର୍କର ପରୀକ୍ଷଣ କରାଯାଇଛି। ଟେଲିକମ ବିଭାଗ ଦ୍ୱାରା ଏୟାରଟେଲକୁ ଦିଆଯାଇଥିବା ୫ଜି ପରୀକ୍ଷଣ ସ୍ପେକ୍ଟ୍ରମର ବ୍ୟବହାର କରି ଦିଲ୍ଲୀ ଏନ୍‌ସିଆର୍‌ ଉପକଣ୍ଠରେ ଥିବା ଭଇପୁର ବ୍ରମାନନ୍‌ ଗ୍ରାମରେ ଏହି ପରୀକ୍ଷଣ କରାଯାଇଥିଲା। ପରୀକ୍ଷା ସ୍ଥାନରୁ ୧୦ କିମି ପର୍ଯ୍ୟନ୍ତ ପରିସୀମାରେ ୧୦୦ ଏମ୍‌ବିପିଏସ୍‌ ସ୍ପିଡ୍‌ରେ ଇଣ୍ଟରନେଟ୍‌ ଚାଲୁଥିବା ଜଣାପଡ଼ିଛି।

ଉନ୍ନତ ମୋବାଇଲ ବ୍ରଡବ୍ୟାଣ୍ଡ(ଇଏମ୍‌ବିବି) ଏବଂ ଫିକ୍ସଡ ୱାୟରଲେସ ଆକସେସ୍‌ (ଏଫଡବବ୍ଲ୍ୟୁଏ) ସେବା ଭଳି ସମାଧାନ ମାଧ୍ୟମରେ ହାଇ ସ୍ପିଡ ବ୍ରଡବ୍ୟାଣ୍ଡର ପହଞ୍ଚକୁ ସକ୍ଷମ କରି ଡିଜିଟାଲ ବିଭାଜନକୁ ଦୂର କରିବା ଦିଗରେ ଏଭଳି ପଦକ୍ଷେପ ସହାୟକ ହେବ ବୋଲି କମ୍ପାନୀ କହିଛି। ଏହା ଦ୍ୱାରା ଦୂରଦୂରାନ୍ତ ସ୍ଥାନଗୁଡ଼ିକରେ ମଧ୍ୟ ହାଇ ସ୍ପିଡ୍‌ ବ୍ରଡବ୍ୟାଣ୍ଡ୍‌ କଭରେଜ ଯୋଗାଯାଇପାରିବ। ଏ ସମ୍ପର୍କରେ ଏୟାରଟେଲ ସିଟିଓ ରନ୍ଦୀପ ସିଙ୍ଗ ଶେଖୋନ କହିଛନ୍ତି, ଭାରତର ପ୍ରଥମ ୫ ଜି ପରୀକ୍ଷଣ ଏବଂ ପ୍ରଥମ ୫ଜି କ୍ଲାଉଡ ଗେମିଙ୍ଗ ଅନୁଭୂତିର ପ୍ରଦର୍ଶନ ପରେ ଗ୍ରାମାଞ୍ଚଳରେ ପ୍ରଥମ ୫ଜି ପରୀକ୍ଷଣ କରି ଏୟାରଟେଲ ବେଶ୍‌ ଗୌରବାନ୍ବିତ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri