ବେବି ବମ୍ପ ଦେଖାଇ ପ୍ରଶଂସକଙ୍କୁ ଏଭଳି ପ୍ରଶ୍ନ ପଚାରିଲେ ଭାରତୀ

ବମ୍ବେ: ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି ଲୋକପ୍ରିୟ କମେଡିଆନ୍‌ ଭାରତୀ ସିଂହ। କିଛି ଦିନ ତଳେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇଥିଲେ ସେ। ଏହାପରଠାରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଥିଲା। ଏବେ ଭାରତୀ ଇନ୍‌ଷ୍ଟାଗ୍ରାମରେ ନିଜର ବେବିବମ୍ପ ସହ ଫଟୋ ଶେୟାର କରିଛନ୍ତି। ଫଟୋରେ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିଆ ମଧ୍ୟ ଅଛନ୍ତି।

ନିକଟରେ କ୍ରିସମାସ୍‌ ଯାଇଥିବା ବେଳେ ଭାରତୀ ମୁଣ୍ଡରେ ନାଲି ରଙ୍ଗର ଟୋପି ପିନ୍ଧିଥିବା ନଜର ଆସିଛନ୍ତି। ଏହାକୁ ଶେୟାର କରି ସେ କ୍ୟାପ୍‌ଶନ ଲେଖିଛନ୍ତି, ସାଣ୍ଟା ଆସିବ ନା ସୈଣ୍ଟି? କମେଣ୍ଟ କରି ଶୀଘ୍ର କୁହନ୍ତୁ’। ତେବେ ପାଖାପାଖି ୨-୩ ବର୍ଷ ଧରି ପରିବାର ଲାଗି ପ୍ଲାନିଂ କରୁଥିଲେ ଭାରତୀ।

ମା’ ହେବାକୁ ଯାଉଥିଲେ ହେଁ କାମରୁ ବିରତି ନେଇନାହାନ୍ତି ଭାରତୀ । ଏପରିକି ନଅ ମାସ ଯାଏ କାମ କରିବାକୁ ଚାହୁଁଛି ବୋଲି ମଧ୍ୟ ସେ ଏକ ସାକ୍ଷାତକାରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପପ ଷ୍ଟାର ତଥା ଅଭିନେତ୍ରୀ ଓଲିଭିଆ ନିଉଟନ ଜନଙ୍କ ପରଲୋକ

ୱାଶିଂଟନ,୯ ।୮: ଚାରି ଥର ଗ୍ରାମି ଆୱାର୍ଡ ବିଜେତା ଗାୟିକା ତଥା ଅଭିନେତ୍ରୀ ଓଲିଭିଆ ନ୍ୟୁଟନ ଜନଙ୍କର ୭୩ ବର୍ଷ ବୟସରେ ପରଲୋକ ହୋଇଛି ।...

ସ୍ବର୍ଗଠାରୁ କମ୍‌ ନୁହେଁ ବିଗ୍‌ ବି’ଙ୍କ ବଙ୍ଗଳା ‘ଜଲ୍‌ସା’

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନ ୫୦ ବର୍ଷ ଧରି ହିନ୍ଦୀ ଫିଲ୍ମ ଜଗତରେ ଅଛନ୍ତି। ତାଙ୍କୁ ଶତାବ୍ଦୀର ମହାନାୟକ ମଧ୍ୟ କୁହାଯାଏ। ପ୍ରଥମ ଫିଲ୍ମ...

ପ୍ରେମଦିବସରେ ରୋମାଣ୍ଟିକ ହେଲେ ସୋନମ-ଆନନ୍ଦ

ବମ୍ବେ: ଭ୍ୟାଲେଣ୍ଟାଇନ୍ସ ଡେ’ ଅଥବା ପ୍ରେମଦିବସକୁ ନେଇ ଯୁବପୀଢ଼ୀଙ୍କ ମଧ୍ୟରେ ଭିନ୍ନ କ୍ରେଜ। ଏଥିରୁ ବା ବଲିଉଡ ଅଭିନେତା/ଅଭିନେତ୍ରୀ ବାଦ ପଡ଼ିବେ କିଭଳି। ନିଜ ନିଜ...

ସୋନୁ ସୁଦଙ୍କୁ ଭିଡିଓଗେମ୍‌ ମାଗିଲେ ଏହି ପିଲା: ଏମିତି ଉତ୍ତର ଦେଇ ହୃଦୟ ଜିତିଲେ ଅଭିନେତା

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ସମୟରେ ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟକରି ଚର୍ଚ୍ଚାରେ ବଲିଉଡ୍‌ ଅଭିନେତା ସୋନୁ ସୁଦ। କେଉଁଠି କୃଷକଙ୍କ ପାଇଁ ସେ ଟ୍ରାକ୍ଟର...

ମୁଁ ସିଙ୍ଗଲ୍‌, ହେଲେ ବିବାହ କରିବାକୁ ଚାହୁଁଛି: ସୋନାକ୍ଷୀ

ବମ୍ବେ: ସିଙ୍ଗିଲ୍‌ ଅଛି। ହେଲେ ବିବାହ କରିବାକୁ ଚାହୁଁଛୁ। ଏଥିପାଇଁ ମୁଁ ଅପେକ୍ଷା କରିବାକୁ ମଧ୍ୟ ପ୍ରସ୍ତୁତ ଅଛି। ଏହା କହିଛନ୍ତି ଦବଙ୍ଗ ଗର୍ଲ ସୋନାକ୍ଷୀ...

କଶ୍ମୀର ଲୁକ୍‌ରେ ଏହି ଅଭିନେତ୍ରୀ

ମୁମ୍ବାଇ: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ଏମ୍‌ପି (ଟିଏମ୍‌ସି) ତଥା ବଙ୍ଗଳା ଅଭିନେତ୍ରୀ ନୁସରତ ଜାହାଁ ରାଜନୀତି, ଅଭିନୟ ବ୍ୟତୀତ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ...

ଆଖିଓଁ ସେ ଗୋଲି ମାରେ

‘ଲଡ୍‌କି କମାଲ ହୈ ତୋ ଆଖିଓଁ ସେ ଗୋଲି ମାରେ’ ଗୀତ ସେ ସମୟରେ ବେଶ୍‌ ଲୋକପ୍ରିୟ ହୋଇଥିଲା। ଗୋବିନ୍ଦା ଏବଂ ରବିନା ଟଣ୍ଡନଙ୍କ ଡ୍ୟାନ୍ସ...

ଫେବୃୟାରୀ ୧ରେ ନେହା କକ୍କରଙ୍କ ମେହେନ୍ଦୀ ଉତ୍ସବ

ମୁମ୍ବାଇ: ବଲିଉଡ୍‌ ଗାୟିକା ନେହା କକ୍କର ଆଜିକାଲି ଖୁବ୍‌ ଚର୍ଚ୍ଚାରେ ରହୁଛନ୍ତି। ବିଶେଷକରି ବିବାହ ଖବରକୁ ନେଇ ସମସ୍ତଙ୍କ ନଜର ତାଙ୍କ ଉପରେ। ଶୁଣିବାକୁ ମିଳୁଛି...

Advertisement
Archives

Model This Week