ଭାଜପା ଯିବା ନେଇ ସଙ୍କେତ ଦେଲେ ଭର୍ତ୍ତୃହରି!

ଭୁବନେଶ୍ୱର,୨୨।୩: ବିଜେଡି ସହ ସମ୍ପର୍କ ଛିଣ୍ଡାଇଛନ୍ତି ପୂର୍ବ କଟକ ଏମପି ଭର୍ତ୍ତୃହରି ମହତାବ। ଶୁକ୍ରବାର ଖବରଦାତା ସମ୍ମିଳନୀ କରି ଏହି ଇସ୍ତଫା ସମ୍ପର୍କରେ ସେ ସୂଚନା ଦେଇଛନ୍ତି। ଏମପି ଭର୍ତ୍ତୃହରି କଟକରୁ ୬ଥର ଏମପି ରହିଛନ୍ତି। ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଭଙ୍ଗା ହୃଦୟରେ ଦଳ ଛାଡୁଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଥିବା ସେ କହିଛନ୍ତି।

ଦଳ ଛାଡିବାର କାରଣ ପଚାରିବାରୁ ସେ କହିଛନ୍ତି, ଗତ ୨ବର୍ଷ ଧରି ମୁଁ କୌଣସି ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ନ ଥିଲି। କୌଣସି ଦଳୀୟ କଥାରେ ମତ ପ୍ରକାଶ କରୁ ନ ଥିଲି। କାରଣ ଦଳରେ ମୁଁ ଯାହା କହୁଥିଲୁ ମୋ କଥା କେହି ଶୁଣୁ ନ ଥିଲେ। ସହିବାର ଗୋଟିଏ ସୀମା ଥାଏ, ହେଲେ ମୋର ଧୈର୍ଯ୍ୟ ସୀମା ଟପିଲା। ନିଷ୍ପତ୍ତି କଠୋର ହୋଇପାରେ ହେଲେ ମୋତେ ଆଜି ହାଲୁକା ଲାଗୁଛି। ତେବେ ଭଙ୍ଗା ହୃଦୟର ଦଳ ଛାଡୁଥିବା ସେ ପ୍ରକାଶ କରିଛନ୍ତି।

ତେବେ ବିଜେଡି ଛାଡିବା ପରେ ଭାଜପାରେ ଯୋଗ ଦେବା ନେଇ ଗଣମାଧ୍ୟମର ପ୍ରଶ୍ନରେ ସେ କହିଛନ୍ତି, ଭାଜପା ଯିବି କି ନାହିଁ ସମୟ କହିବ। ପୁଣି ଏକ ବନ୍ଧନକୁ ଯିବାକୁ ହେଲେ ସମୟ ଇସାରା ଦେବ। ପରବର୍ତ୍ତୀ ପଦକ୍ଷେପ ପୂର୍ବରୁ ବନ୍ଧୁ, ଶୁଭେଚ୍ଛୁ ଏବଂ ମୋ ଲୋକମାନଙ୍କ ମତାମତ ନେବି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri