ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ଲୋକସଭା ଆସନ, ଯାଜପୁର, କଟକରେ ଭାଜପା ଏଯାଏଁ ପ୍ରାର୍ଥୀ ଘୋଷଣା କରିନାହିଁ। ଏଥିସହ ବିଧାନ ସଭା ପ୍ରାର୍ଥୀ ମଧ୍ୟ ଘୋଷଣା ହୋଇନାହିଁ। ଅନ୍ୟପଟେ ବିଜେଡି ଲୋକସଭା ଓ ବିଧାନ ସଭାର ପ୍ରାର୍ଥୀ ତାଲିକା ଦୁଇଟି ପର୍ଯ୍ୟାୟରେ ଘୋଷଣା କରି ସାରିଛି।

ତେବେ ପ୍ରାର୍ଥୀ ତାଲିକା ଘୋଷଣା ହେବା ଭିତରେ ବଡ଼ ଖବର ସାମ୍ନାକୁ ଆସିଛି। ପୂର୍ବତନ କଟକ ଏମପି ଭର୍ତ୍ତୃହରି ମହତାବ ଆଜି ଭାଜପାରେ ମିଶିବା ନେଇ ଜାତୀୟ ଗଣମାଧ୍ୟରେ ଚର୍ଚ୍ଚା ଆରମ୍ଭ ହୋଇଛି। ଆଜି ଦିଲ୍ଲୀରେ ପଦ୍ମ ଧରିପାରନ୍ତି ଭର୍ତ୍ତୃହରି ମହତାବ। ସେହିପରି ପୂର୍ବତନ ଏମପି ଓ ସିନେ ଅଭିନେତା ସିଦ୍ଧାନ୍ତ ମହାପାତ୍ର ବି ଭାଜପାରେ ମିଶିବେ। ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ବି ଭାଜପାରେ ମିଶିବେ ବୋଲି ମଧ୍ୟ ଆଲୋଚନା ଆରମ୍ଭ ହୋଇଛି।

ନିକଟରେ ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ସିଦ୍ଧାନ୍ତ ମହାପାତ୍ର ସାଧାରଣ ନିର୍ବାଚନ ଲଢିବା ନେଇ ବଡ଼ ବୟାନ ଦେଇଥିଲେ। କିଛି ମାସ ତଳେ ସେ ଗୋପାଳପୁରରେ ସକ୍ରିୟ ଥିଲେ। କିନ୍ତୁ ପରେ ନିଜକୁ ସବୁ ଦଳୀୟ କାର୍ଯ୍ୟକ୍ରମରୁ ଦୂରେଇ ରଖିଥିଲେ। କିନ୍ତୁ ବର୍ତ୍ତମାନ ଗଣମାଧ୍ୟମକୁ ସାକ୍ଷାତକାର ଦେଇ କହିଥିଲେ, ସୁଯୋଗ ମିଳିଲେ ନିଶ୍ଚିତ ନିର୍ବାଚନ ଲିଢ଼ିବି। ୨୦୧୪ରେ ବ୍ରହ୍ମପୁର ଏମପି ଭାବେ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର ୨୦୧୯ରେ ନିର୍ବାଚନ ଲଢି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri