Odisha Elections 2024

ଯଦି ସେ ଏତେ ଲୋକପ୍ରିୟ, ତେବେ ଲୋକ ସଭା ନିର୍ବାଚନ ଲଢନ୍ତୁ, ଦେବାଶିଷଙ୍କୁ ନେଇ ଏମିତି କହିଲେ ଭର୍ତ୍ତୃହରି

ଭୁବନେଶ୍ୱର,୨୫।୩: ବିଜେଡି ନେତା ଦେବାଶିଷ ସାମନ୍ତରାୟଙ୍କୁ ଲୋକ ସଭା ଲଢିବାକୁ କହିଲେ କଟକ ଏମ୍‌ପି ଭର୍ତ୍ତୃହରି ମହତାବ। ଯଦି ସେ ଏତେ ଲୋକପ୍ରିୟ, ତେବେ ଲୋକ ସଭା ଲଢନ୍ତୁ । କଟକରେ ହୋଲି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ସେ ଏପରି କହିଛନ୍ତି।

ଭର୍ତ୍ତୃହରି ମହତାବ କହିଛନ୍ତି, ଚୌଦ୍ୱାର-କଟକରୁ ସୌଭିକ ବିଶ୍ୱାଳ ଜିତିଲେ, ସେ କାହିଁକି ଏଠାରୁ ହାଇଗଲେ। ତାଙ୍କର ଯଦି ଏତେ ଲୋକପ୍ରିୟ ଅଛି, ତାହାହେଲେ ଏଥର ଲୋକ ସଭା ଲଢନ୍ତୁ। ମୁଁ ତ ଆଉ ଏଥର ବିଜେଡିରୁ ପ୍ରାର୍ଥୀ ହେଉନି। ସେ ଲଢନ୍ତୁ ଏଥର। ମୁଁ ଲଢିବି କି ନ ଲଢିବି, ଯେଉଁ ଦଳରେ ଜଏନ କରିବି ତା ଉପରେ ନିର୍ଭର କରେ ବୋଲି ଭର୍ତ୍ତୃହରି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଛେଣ୍ଡିପଦା ବିଧାୟକଙ୍କ ଦାଦାଗିରି, ଭାଜପା କର୍ମୀଙ୍କ ଉପରେ ଆକ୍ରମଣ ଅଭିଯୋଗ

ସମ୍ବଲପୁର,୨୫ା୫: ଛେଣ୍ଡିପଦା ବିଧାୟକ ଭାଜପା କର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଠାରେ ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଶାନ୍ତ କୁମାର ବେହେରା ଶନିବାର...

ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ

ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି...

ଚତୁର୍ଥ ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସୁବାସିନି ଜେନା ସବୁଠୁ ଧନୀ

ଭୁବନେଶ୍ୱର,୨୫ା୫: ବିଜୁ ଜନତା ଦଳ (ବିଜେଡି) ନେତା ସୁବାସିନି ଜେନାଙ୍କ ସମ୍ପତ୍ତି ପ୍ରାୟ ୧୩୫ କୋଟି ଟଙ୍କା ରହିଛି ଯାହା ଜୁନ ୧ ରେ ହେବାକୁ...

ଇଭିଏମ୍‌ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍‌ଥ୍‌ରେ ପଶି ଇଭିଏମ୍‌...

ଇଭିଏମ୍‌ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାର

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍‌ରେ ଇଭିଏମ୍‌ ଭଙ୍ଗାରୁଜା...

ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ

ନୟାଗଡ଼,୨୫ା୫: ନୟାଗଡ଼ରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ତେବେ ପ୍ରବଳ ଜନଗହଳି ଯୋଗୁ ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ ହୋଇପଡ଼ିଛନ୍ତି। ୧୫୮ ନମ୍ବର...

ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଓଡ଼ିଶାରୁ ବିଜେଡିକୁ ହଟାଇବୁ: ସ୍ମୃତି ଇରାନୀ

କୁଜଙ୍ଗ,୨୫।୫: ଓଡ଼ିଶାରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ଏଠାରେ ସେ ବିଜେଡି...

ଆସୁଛି ବାତ୍ୟା ଓଡିଶାର ଏହିସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୫: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଦକ୍ଷିଣ- ଦକ୍ଷିଣ ପୂର୍ବ ସାଗର ଦ୍ୱୀପ ଠାରୁ ୩୮୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri