ଅଡୁଆରେ ଏମ୍‌ପି ଭର୍ତ୍ତୃହରି: ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବୋହୂ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ନାଁରେ ବୋହୂ ସାକ୍ଷୀ ମଧ୍ୟପ୍ରଦେଶର ଭୋପାଳ ମହିଳା ଥାନାରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସ୍ବାମୀ ଲୋକରଞ୍ଜନ, ଶାଶୁ ଏବଂ ଶ୍ୱଶୁର ଭର୍ତ୍ତୃହରିଙ୍କ ନାମରେ ଏପରି ଅଭିଯୋଗ ଆଣିଥିବା ସୂଚନା ମିଳିଛି।
ସୂଚନାନୁଯାୟୀ, ୨୦୧୬ ମସିହାରେ ଏମ୍‌ପି ଭର୍ତ୍ତୃହରିଙ୍କ ପୁଅ ଲୋକରଞ୍ଜନଙ୍କୁ ବିବାହ କରିଥିଲେ ସାକ୍ଷୀ। ବିବାହ ସମୟରେ ଯୌତୁକ ବାବଦକୁ ୨.୫ କୋଟି ଟଙ୍କା ଦେଇଥିଲେ ସାକ୍ଷୀଙ୍କ ପରିବାର ଲୋକେ। ମାତ୍ର ଭର୍ତ୍ତୃହରିଙ୍କ ପରିବାର ପକ୍ଷରୁ ଆହୁରି ଅଧିକ ଯୌତୁକ ଦାବି କରାଯାଉଥିଲା ବୋଲି ସେ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ତହସିଲଦାର ଗିରଫ

ସୋନପୁର/ତରଭା, ୧୭।୧୧(ନି.ପ୍ର./ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ତରଭା ତହସିଲଦାର ତଥା ଭାରପ୍ରାପ୍ତ ସବ୍‌ରେଜିଷ୍ଟ୍ରାର ସୁବ୍ରତ କୁମାର ବେହେରା ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ...

ରାଜ୍ୟରେ ୩୫% କମ୍‌ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ରାଜ୍ୟର ଚାଷୀମାନେ ମୁଖ୍ୟତଃ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଆନ୍ତି। ବର୍ଷା ନ ଥିବାରୁ ଚାଷୀ ହାତ...

ଚିଟଫଣ୍ଡ୍‌ ଅଭିଯୁକ୍ତଙ୍କ ସୂଚନା ଦେଲେ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ଫେରାର ଥିବା ଏମ୍‌/ଏସ୍‌ ୱାୟାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ଓ ଏମ୍‌/ଏସ୍‌ ଓ୍ବାୟାର୍ଡ ଇନ୍‌ଫ୍ରାଷ୍ଟ୍ରକ୍‌ଚର୍ସ କର୍ପୋରେଶନ ଲିମିଟେଡ୍‌ର ୩ଜଣ ନିର୍ଦ୍ଦେଶକଙ୍କୁ ଓ୍ବାଣ୍ଟେଡ୍‌...

ଶ୍ରୀଲିଙ୍ଗରାଜଙ୍କ ଜମିରୁ ଜବରଦଖଲ ଉଚ୍ଛେଦ ନେଇ ମାପଚୁପ

ପୁରୁଣା ଭୁବନେଶ୍ୱର,୬ା୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ, ବିକାଶ କାମ ଜାରି ରହିଛି। ହେଲେ ଠାକୁରଙ୍କ ବହୁସ୍ଥାନରେ ଥିବା ଜମିକୁ ଜବରଦଖଲକାରୀମାନେ କବ୍‌ଜାରେ ରଖଛନ୍ତି। ଏହି...

କଲ୍ୟାଣମଣ୍ଡପ ସିଲ୍‌ ଅଭିଯାନ ଆରମ୍ଭ

ଭୁବନେଶ୍ବର,୩।୨(ବ୍ୟୁରୋ): ବିନା ବିଲ୍ଡିଂ ପ୍ଲାନ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ...

ରାଜଧାନୀରେ କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫...

କାଳିଆ ଟଙ୍କା ପ୍ରଦାନ ନିର୍ବାଚନୀ ଅସ୍ତ୍ର: ବିରୋଧୀ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ରାଜ୍ୟର ୫୩ ଲକ୍ଷ ଚାଷୀଙ୍କୁ କାଳିଆ ସହାୟତା ଦେବାପରେ ପୁଣିଥରେ ରାଜନୀତି ଜୋର ଧରିଛି। ପଞ୍ଚାୟତ ଏବଂ ପୌର...

ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ: ରାତିରେ ମିଳୁନି ସ୍ବାସ୍ଥ୍ୟସେବା

ନୟାଗଡ଼ ଅଫିସ,୨୬।୯: ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଜିଲା ସଦର ମହକୁମାରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ରହିଛି। ୨୪ ଘଣ୍ଟା ସ୍ବାସ୍ଥ୍ୟ ସେବା...

Advertisement
Archives

Model This Week