ଭବାନୀପାଟଣା ବିଧାନସଭା ଆସନ: ତ୍ରିମୁଖୀ ଲଢେଇରେ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାର ଚର୍ଚ୍ଚାରେ

ଭବାନୀପାଟଣା, ୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ରାଜନୀତି ଉଷ୍ଣତା ବଢିବାରେ ଲାଗିଛି। ହାତରେ ଆହୁରି କମ୍‌ ସମୟ ଥିବାରୁ ଏଠାକାର ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାରେ ଲାଗିଛନ୍ତି। ଏଠାରେ ଭାଜପାରୁ ପ୍ରଦୀପ୍ତ ନାଏକ, ବିଜେଡିର ଲଲିତା ନାଏକ ଓ କଂଗ୍ରେସ ପକ୍ଷରୁ ସାଗର ଚରଣ ଦାସଙ୍କ ମଧ୍ୟରେ ତ୍ରିମୁଖୀ ଲଢେଇ ହେବାର ସମ୍ଭାବନା ରହିଛି।

ଏହାରି ଭିତରେ ସ୍ବାଧୀନ ପ୍ରାର୍ଥୀ ରୋହିତ ଦୁର୍ଗା ମଧ୍ୟ ଏବେ ଚର୍ଚ୍ଚାକୁ ଆସିଛନ୍ତି। ରୋହିତଙ୍କ ସଙ୍ଗଠନ ତୃଣମୂଳସ୍ତରରେ ମଜଭୂତ ଥିବାରୁ ସେ ମଧ୍ୟ ଏହି ନିର୍ବାଚନରେ ନିର୍ଣ୍ଣାୟକ ଭୂମିକା ସାଜିପାରନ୍ତି ବୋଲି ସାଧାରଣରେ ଆଲୋଚନା ହେଉଛି। ନାମାଙ୍କନ ପରେ ରୋହିତ ନିଜ ପ୍ରଚାର ଜୋରସୋର ଚଳାଇଛନ୍ତି। ଅଟୋରିକ୍ସା ତାଙ୍କ ଚିହ୍ନ ହୋଇଥିବା ବେଳେ ୪୦ଟି ବୁଥ୍‌ରେ ସେ ପହଞ୍ଚି ଅଟୋରିକ୍ସା ଶୋଭାଯାତ୍ରା କରିବା ସହ ସଭା ମାଧ୍ୟମରେ ଲୋକଙ୍କ ମନଜିଣିବାକୁ ଚେଷ୍ଟା କରୁଛନ୍ତି। ବିଶେଷକରି ଭବାନୀପାଟଣା ସହରର ଯୁବ ଗୋଷ୍ଠୀ ରୋହିତଙ୍କ ପ୍ରତି ଆକୃଷ୍ଟ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ଦୋକାନରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୩ ଜୀବନ

ବଣାଇଁ,୨୩।୩: ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଧୀନ ଜାମୁଡିହି ଟୋଲଗେଟ୍‌ ନିଟକରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ...

ମାନସ ପାରାୟଣ ନିମନ୍ତେ ପ୍ରସ୍ତୁତି ସଭା

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଶ୍ରୀ ରାମଦୟା ପରିଷଦ ଶାଖା ଆନୁକୂଲ୍ୟରେ ବଜାର ସିଂହଦ୍ଵାର ଛକଠାରେ ଆସନ୍ତା ଏପ୍ରିଲ ୧୮ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ନବଦିନାତ୍ମକ...

ଘୁମୁସର ବନଖଣ୍ଡକୁ ଜଗିବ ଏଆଇ କ୍ୟାମେରା: କାଠମାଫିଆ, ଶିକାରୀ ହେବେ ସାବାଡ଼

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ବନ୍ୟପ୍ରାଣୀ ଶିକାର ଏବଂ କାଠଚୋରି ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବୈଷୟିକ ଜ୍ଞାନ କୌଶଳର ସହାୟତା...

ମୁଖ୍ୟମନ୍ତ୍ରୀଙ୍କ ଗାଁ ଧାନମଣ୍ଡି ନିରୀକ୍ଷଣ କଲେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଗାଁ ଧାନମଣ୍ଡି ପଳାଶପଙ୍ଗା ସେବା...

ଏପ୍ରିଲ ୨ରେ ଖଡ଼ିଛୁଆଁ: ପ୍ରବେଶ ଉତ୍ସବ ନେଇ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

କୋରାପୁଟ,୨୩ା୩(ଅମିତାଭ ବେହେରା): ଆସନ୍ତା ଏପ୍ରିଲ ୨ରେ ଆରମ୍ଭ ହେବାକୁ ଥିବା ଖଡ଼ି ଛୁଆଁ ଏବଂ ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ବଣ୍ଟନ ଆରମ୍ଭ ହୋଇଯାଇଛି।...

ବହି ଗୋଦାମରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବହି

ଜଗତସିଂହପୁର,୨୩।୩: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ...

ଟାଙ୍ଗଣାପଲ୍ଲୀ ପଞ୍ଚାୟତରେ ଭାଜପାର ମିଶ୍ରଣ ପର୍ବ; ଦଳ ଛାଡି…

ଛତ୍ରପୁର, ୨୩।୩( ଦିଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଟ ବଗଡ଼ ଗ୍ରାମ ନିକଟରେ ଭାଜପାର ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ...

ପିପିଲିରେ ଲଜ୍ଜା: ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ପିପିଲି,୨୩ା୩(ପ୍ରଭାତ କୁମାର ମହାପାତ୍ର): ପୁରୀ ଜିଲା ପିପିଲିରୁ ଏକ ଲଜ୍ଜା ଜନକ ଘଟଣା ସାମ୍‌ନାକୁ ଆସିଛି। ଜଣେ ନବମ ଶ୍ରେଣୀ ଛାତ୍ରୀ ୫ ମାସର ଗର୍ଭବତୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri