ଭବାନୀପାଟଣା ବ୍ଲକ୍‌ର ୨୦ ସରପଞ୍ଚ ଭାଜପାରେ ସାମିଲ

ଭବାନୀପାଟଣା,୧୮ା୧୨(ଉତ୍ତମ କୁମାର ଦାଶ):ରାଜ୍ୟରେ ଭାଜପା ସରକାର ଆସିବା ପରେ କଳାହାଣ୍ଡି ଜିଲାରେ ଦିନକୁ ଦିନ ଦଳର ଶକ୍ତି ବଢ଼ିବାରେ ଲାଗିଛି। ଏପରିସ୍ଥଳେ ମଙ୍ଗଳବାର ଭୁବନେଶ୍ୱର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଭବାନୀପାଟଣା ବ୍ଲକର ୨୦ ଜଣ ସରପଞ୍ଚ ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ଭାଜପା ପକ୍ଷରୁ ସେମାନଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ଦେଇ ସ୍ବାଗତ କରାଯାଇଛି। ଆଗାମୀ ଦିନରେ କଳାହାଣ୍ଡି ଭାଜପା ଆହୁରି ଶକ୍ତିଶାଳୀ ହେବ ବୋଲି ଦଳୀୟ ନେତା ପ୍ରକାଶ କରିଛନ୍ତି। ଏହି ସମୟରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, ପୂର୍ବତନ ସଙ୍ଗଠନ ମନ୍ତ୍ରୀ ରଞ୍ଜନ ପୁଟେଲ, ପୂର୍ବତନ ଜିଲା ପରିଷଦ ଉପାଧ୍ୟକ୍ଷ ଭବସିନ୍ଧୁ ମଙ୍ଗରାଜ, ସ୍ବଚ୍ଛ ଭାରତ ଅଭିଯାନ ଭାଜପା କଳାହାଣ୍ଡି ଜିଲା ସଂଯୋଜକ ଲୋକନାଥ ଦୁର୍ଗା, ବୋର୍ଡା ମଣ୍ଡଳ ସଭାପତି ବିଭୀଷଣ ସାହୁ, ଉପସଭାପତି ସଞ୍ଜୀବ ମିଶ୍ର, ସୁମନ ବେମାଲ, ବରିଷ୍ଠ ନେତା ଭଣ୍ଡେଶ୍ୱର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଭାଜପାରେ ସାମିଲ ହୋଇଥିବା ସରପଞ୍ଚମାନେ ହେଲେ ଭବାନୀପାଟଣା ବ୍ଲକ ଶଗଡା ସରପଞ୍ଚ ଗୋବିନ୍ଦ ନାଏକ, ଚାଞ୍ଚରେର ବିକାଶ ପ୍ରଧାନ, ତଳବେଲଗଁାର ଅଙ୍କିତା ବେହେରା, ଲକ୍ଷ୍ମୀପୁରର ରମେଶ ନାଏକ, ମେଦିନୀପୁରର ଗୌରୀ ମିଶ୍ର, ଉଦେପୁରର ପ୍ରମୋଦ ଯୋଷୀ, ଦେପୁରର ଉର୍ମିଳା ଜାନି, ଦାଦପୁରର ଗୀତାଞ୍ଜଳି ସାହୁ, କର୍ଲାଗୁଡାର ଆଦିତ୍ୟ କୁମାର ନାଏକ, ପାଲସିଝରଣର ପ୍ରୟାଙ୍କିନୀ ନାଏକ, ଛେଲିଆମାଲର ଲକ୍ଷ୍ମୀ ମାଝୀ, କର୍ଲାପଡାର ସୁଷମା ସେନାପତି, ଚହଗଁାର ତପସ୍ବିନୀ ସାହୁ, ମାଲଗଁାର ବିଷ୍ଣୁପ୍ରିୟା ଦୁର୍ଗା, ରିଷଗଁାର ରବିନାରାୟଣ ବେହେରା, ଶ୍ରୀପୁରର ଯୁଧେଷ୍ଟି ନାଏକ, ଗଣ୍ଡବାରଝୋଲାର ମୁରଲୀ ପ୍ରଧାନ, ଅର୍ତ୍ତଲର ଦଶମତି ବେମାଲ, ମାଟିଆର ଜ୍ୟୋତିର୍ମୟୀ ମାଝୀ ଓ ମାଧିଗୁଡା ସରପଞ୍ଚ ମୀନା ସିନ୍ଦୂର।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri