ଭବ୍ୟା ନାସା କାର୍ଯ୍ୟକାରୀ ମୁଖ୍ୟ

ଓ୍ବାଶିଂଟନ୍‌, ୩ା୨: ଭାରତୀୟ ବଂଶୋଦ୍ଭବ ଭବ୍ୟା ଲାଲଙ୍କୁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର କାର୍ଯ୍ୟକାରୀ ମୁଖ୍ୟ ନିଯୁକ୍ତ କରାଯାଇଛି। ସେ ଏବେ ନାସାରେ ପରିବର୍ତ୍ତନ ସମ୍ବନ୍ଧୀୟ ସମୀକ୍ଷା ଟିମ୍‌ର ସଦସ୍ୟ ଅଛନ୍ତି। ଇଞ୍ଜିନିୟରିଂ ଏବଂ ସ୍ପେସ୍‌ ଟେକ୍ନୋଲୋଜିରେ ଭବ୍ୟାଙ୍କର ବ୍ୟାପକ ଅଭିଜ୍ଞତା ରହିଥିବା ନାସା ପକ୍ଷରୁ କୁହାଯାଇଛି। ସେ ଇନ୍‌ଷ୍ଟିଚ୍ୟୁଟ୍‌ ଫର ଡିଫେନ୍ସ ଆନାଲିସିସ୍‌ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ପଲିସି ଇନଷ୍ଟିଚ୍ୟୁଟ(ଏସ୍‌ଟିପିଆଇ)ରେ ଗବେଷକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ-ଜର୍ମାନୀ ପାଇପ ଲାଇନରେ ଲିକ୍‌, କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଲା ଇୟୁ…

ମସ୍କୋ/ବର୍ଲିନ, ୨୮।୯ : ରୁଷିଆରୁ ଜର୍ମାନୀ ପର୍ଯ୍ୟନ୍ତ ଥିବା ଗ୍ୟାସ ପାଇପଲାଇନରେ ଲିକ ହେବାର ଖବର ମିଳିଛି। ଏନେଇ ୟୁରୋପୀୟ ସଂଘ(ଇୟୁ) କଡ଼ା ଚେତାବନୀ ଦେଇଛି।...

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୧୫ ତାଲିବାନ୍‌ ଆତଙ୍କବାଦୀ ନିହତ

କାବୁଲ,୭।୧୨: ଆଫଗାନିସ୍ତାନରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ରେ ୧୫ ଜଣ ତାଲିବାନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। କନ୍ଧାହାରର ଦକ୍ଷିଣାଞ୍ଚଳରେ ଏଭଳି ଘଟିଛି। ଆଫଗାନିସ୍ତାନର ସ୍ପତନ୍ତ୍ର ସୁରକ୍ଷାକର୍ମୀ ତାଲିବାନ୍‌...

ଫିନଲାଣ୍ଡ ମୁହାଁ ରୁଷିଆ କ୍ଷେପଣାସ୍ତ୍ର…

ମସ୍କୋ, ୧୩।୪ : ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଫିନଲାଣ୍ଡ ନାଟୋ ଦେଶଗୁଡ଼ିକର ନିକଟତର ହେବାରେ ଲାଗିଛି। ଫଳରେ ୟୁକ୍ରେନ୍‌ ପରେ ଏବେ ଫିନଲାଣ୍ଡ୍‌ ଉପରେ ରୁଷିଆ...

ପିଟସ୍‌ବର୍ଗ ପାର୍ଟିରେ ଗୁଳି: ୨ ନିହତ, ୯ ଆହତ

ଓ୍ବାଶିଂଟନ୍‌, ୧୮ା୪: ଆମେରିକାର ପେନସିଲଭାନିଆସ୍ଥିତ ପିଟସ୍‌ବର୍ଗର ଏକ ଭଡ଼ାଘରେ ଶନିବାର ବିଳମ୍ବିତ ରାତିରେ ପାର୍ଟି ଚାଲିଥିବାବେଳେ ଗୁଳିକାଣ୍ଡ ଘଟିଛି। ଏଥିରେ ୨ ନାବାଳକ ନିହତ ଓ...

୨୩୧ ବର୍ଷର ବନ୍ଧୁକ ସଂସ୍କୃତି, ନିୟନ୍ତ୍ରଣ କରିବାରେ ସରକାର ବିଫଳ…

ଓ୍ବାଶିଂଟନ,୧୮।୭ : ଆମେରିକାରେ ଗୁଳିକାଣ୍ଡ ଥମିବାର ନା ଧରୁନି। ଦେଶରେ ଜାରି ରହିଥିବା ବନ୍ଧୁକ ସଂସ୍କୃତି ଯୋଗୁ ଏଭଳି ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ...

ବାଇଡେନଙ୍କୁ ଟ୍ରମ୍ପଙ୍କ ଚ୍ୟାଲେଞ୍ଜ

ଓ୍ବାଶିଂଟନ,୧୯ା୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର କୋର୍ଟରେ ହାଜର ହୋଇ ଜାନୁୟାରୀ ୬ରେ ସଂସଦ ଉପରେ ହୋଇଥିବା ଆକ୍ରମଣର ଡକ୍ୟୁମେଣ୍ଟ ଉପରେ ପ୍ରତିବନ୍ଧକ...

ଆମେରିକାରେ ପୁଣି ଗୁଳିକାଣ୍ଡ

ନ୍ୟୁୟର୍କ,୩୧।୧: ଆମେରିକାରେ ଗୁଳିକାଣ୍ଡ ଘଟଣା ଥମିବାର ନାଁ ନେଉନାହିଁ। ଏଠାରେ ବିଭିନ୍ନ ସହରରୁ ଏଭଳି ଘଟଣା କ୍ରମାଗତ ଘଟୁଛି। ଏଥର ଫ୍ଲୋରିଡା ସହରରେ କିଛି ଦୁର୍ବୃତ୍ତ...

କ୍ରିମିୟାରେ ପାଦ ଦେଲେ ହେବ ବୋମାବର୍ଷା, ବ୍ରିଟେନ୍‌କୁ ରୁଷିଆର ନାଲି ଆଖି…

ମସ୍କୋ,୧୫।୭: ରୁଷିଆ ବ୍ରିଟେନ୍‌କୁ କ୍ରିମିୟା ପ୍ରସଙ୍ଗଠାରୁ ଦୂରେଇ ରହିବାକୁ ଚେତାବନୀ ଦେଇଛି। କ୍ରିମିୟାରେ ପାଦ ଦେଲେ ବୋମାବର୍ଷା ହେବ ବୋଲି ନାଲି ଆଖି ଦେଖାଇ ରୁଷିଆ...

Advertisement
Archives

Model This Week