ସାମ୍ନାକୁ ଆସିଲା ଫିଲ୍ମ ‘ଭେଡିୟା’ର ପ୍ରଥମ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ବରୁନ ଧାଓ୍ବନ ଏବଂ ଅଭିନେତ୍ରୀ କ୍ରୀତି ସାନନ ଖୁବ୍‌ଶୀଘ୍ର ତାଙ୍କର ଅପକମିଙ୍ଗ୍‌ ହରର କମେଡି ଫିଲ୍ମ‘ଭେଡିୟା’ ସହ ବଡ ପରଦାରେ ନଜର ଆସିବାକୁ ଯାଉଛନ୍ତି । ଏହି ଫିଲ୍ମକୁ ଅମର କୌଶିକଙ୍କ ନିର୍ଦ୍ଦେଶନା ଦେଇଛନ୍ତି। ତେବେ ଏହି ଫଲ୍ମର ଫାଷ୍ଟ ଲୁକ୍‌ ମଧ୍ୟ ସାମ୍ନାକୁ ଆସିଛି । ବରୁନ ଧାଓ୍ବନ ଏହି ପୋଷ୍ଟରକୁ ଇନଷ୍ଟାଗ୍ରାମରେ ଶେୟାର କରି ସୂଚନା ଦେଇଛନ୍ତି ।

ଏହାର ଫାଷ୍ଟ ଲୁକ ଆସିବା ମାତ୍ରେ ଦର୍ଶକ ବେଶ୍‌ ପସନ୍ଦ କରୁଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଫିଲ୍ମକୁ ପରଦାରେ ଦେଖିବା ପାଇଁ ଦର୍ଶକ ବେଶ୍‌ ଉତ୍ସାହିତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକଙ୍କୁ ଦେଖି ଲାଜେଇ ଗଲେ ସାରା

ପୁଣି ଚର୍ଚ୍ଚାରେ ନବାଗତା ଅଭିନେତ୍ରୀ ସାରା ଅଲ୍ଲୀ ଖାନ ଓ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ପ୍ରେମକାହାଣୀ। ଦୁହିଁଙ୍କୁ ପୁଣି ମୁମ୍ବାଇ ବିମାନ ବନ୍ଦରରେ ଏକାଠି ଦେଖିବାକୁ...

ଗର୍ଭାବସ୍ଥାରେ ଡରିଗଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଅନେକ ହିଟ୍‌ ଟିଭି ଶୋ’ ଏବଂ ବଲିଉଡ୍‌ ଫିଲ୍ମରେ କାମ କରିସାରିଥିବା ପ୍ରସିଦ୍ଧ ଅଭିନେତ୍ରୀ ଅନୀତା ହସନନ୍ଦିନୀ ବର୍ତ୍ତମାନ ଗର୍ଭବତୀ ଅଛନ୍ତି। ଏହି ସମୟକୁ ଏବେ...

ମତୁଆଲା କରିବ ଶୁଶାନ୍ତଙ୍କ ସହ ଜ୍ୟାକଲିନଙ୍କ ରୋମାନ୍ସ

ମୁମ୍ବାଇ: ବଲିଉଡ୍‌ ମୁଭି ‘ଛିଛୋରୋ’ବକ୍ସ ଅଫିସରେ ଜବରଦସ୍ତ କଲେକଶନ୍‌ କରିବା ପରେ ଏବେ ଶୁଶାନ୍ତ ସିଂ ରଜପୁତଙ୍କ ଫିଲ୍ମ ‘ଡ୍ରାଇଭ୍‌’ ରିଲିଜ୍‌ ହେବାକୁ ଯାଉଛି। ଏଥିରେ...

ଏହି କାରଣରୁ କୁହି ଚାଓ୍ବଲାଙ୍କ ସହ ୬-୭ ବର୍ଷ କଥା ହେଉ ନ ଥିଲେ ଅମିର ଖାନ

ମୁମ୍ବାଇ: ବଲିଉଡ ଅଭିନେତା ଅମିର ଖାନ ଏବଂ ଅଭିନେତ୍ରୀ ଜୁହି ଚାୱଲା ପ୍ରଥମ ଥର ପାଇଁ ‘କୟାମତ ସେ କୟାମତ ତକ’ରେ ଏକାଠି ନଜର ଆସିଥିଲେ।...

ଦେଶୀ ଗର୍ଲଙ୍କୁ ୩୯…

ମୁମ୍ବାଇ,୧୮।୭: ବଲିଉଡ୍‌ ଅଭିନେତ୍ରୀ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କୁ ରବିବାର ୩୯ ବର୍ଷ ପୂରଣ ହୋଇଛି। ସେ ୧୯୮୨ ଜୁଲାଇ ୧୮ରେ ଜାମସେଦ୍‌ପୁରରେ ଜନ୍ମ ଗ୍ରହଣ...

ସନ୍ନିଙ୍କ ଭଳି ସ୍ତ୍ରୀ ପାଇବା ମୋ ପାଇଁ ଭାଗ୍ୟର କଥା: ଡେନିଏଲ

ବମ୍ବେ: ପର୍ନଷ୍ଟାରରୁ ବଲିଉଡ୍‌ ଅଭିନେତ୍ରୀ ହେବାର ଯାତ୍ରା ସହଜ ନ ଥିଲା। ହେଲେ ନିଜକୁ ପ୍ରମାଣିତ କରିବାରେ ସଫଳ ହୋଇଛନ୍ତି ସନ୍ନି ଲିଓନ। ସ୍ବାମୀ ଡେନିଏଲ...

୧୯ ବର୍ଷ ସାନ ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଏବଂ ତାଙ୍କ ସ୍ତ୍ରୀ ମାନ୍ୟତା ଦତ୍ତ ମଧ୍ୟରେ ବୟସରେ ପ୍ରାୟ ୧୦ବର୍ଷର ପାର୍ଥକ୍ୟ ଅଛି। ସଞ୍ଜୟଙ୍କୁ ୪୧ ବର୍ଷ ହୋଇଥିବାବେଳେ...

ଇନ୍‌ଷ୍ଟାଗ୍ରାମରେ କରୀନା ଶେୟାର କଲେ ବିନା ମେକ୍‌ଅପ୍‌ ଫଟୋ

କରୀନା କପୁର ସ୍ବାମୀ ସୈଫ୍‌ ଅଲ୍ଲୀ ଖାନ୍‌ ଏବଂ ପୁଅ ତୈମୁରଙ୍କ ସହ ୟୁରୋପର ଟକ୍ସିନ୍‌ରେ ଗ୍ରୀଷ୍ମ ଛୁଟି ମନାଉଛନ୍ତି। ଏହି ସମୟର କିଛି ଫଟୋ...

Advertisement
Seven Jackpot


Archives

Model This Week