ବୁର୍ଜ ଖଲିଫାରେ ‘ଭେଡିୟା’ ଟ୍ରେଲର

ମୁମ୍ବାଇ: ବରୁଣ ଧୱନ ଓ କ୍ରିତି ସାନନଙ୍କ ଅଭିନୀତ ଫିଲ୍ମ ‘ଭେଡିୟା’ ଏବେ ଖୁବ ଚର୍ଚ୍ଚାରେ । ଏବେ ଲଗାତାର ଏହି ଫିଲ୍ମକୁ ନେଇ କିଛି ନା କିଛି ଅପଡେଟ୍ସ ସାମ୍ନାକୁ ଆସୁଛି । ଖୁବଶୀଘ୍ର ଏହା ରିଲଜ୍ ହେବାକୁ ଯାଉଛି । ଏହାକୁ ନଜରରେ ରଖି ଉଭୟ ଷ୍ଟାର ଫିଲ୍ମର ରିଲିଜରେ ଯୋରସୋରରେ ଲାଗି ପଡିଛନ୍ତି । ଏହାରି ଭିତରେ ବରୁଣ ତାଙ୍କ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି । ଯେଉଁଥିରେ ଫିଲ୍ମ ‘ଭେଡିୟା’ର ଭିଡିଓ ବୁର୍ଜ ଖଲିଫାରେ ଦେଖିବାକୁ ମିଳିଛି ।
ଭିଡଓଟି ଖୁବ୍ ସୁନ୍ଦର ହୋଇଥିବା ବେଳେ ଏହାକୁ ଦେଖି ଦର୍ଶକେ ଖୁବ୍ ଖୁସି ହୋଇଯାଇଛନ୍ତି । ବରୁଣ ଓ କ୍ରିତି ଫିଲ୍ମର ପ୍ରମୋଶନରେ ବ୍ୟସ୍ତ ଥିବା ବେଳେ ଏମାନଙ୍କର ଗୋଟିଏ ଉଦ୍ଦେଶ୍ୟ କେମିତି ଫିଲ୍ମଟି ଅଧିକାରୁ ଅଧି ଦର୍ଶକଙ୍କ ନିକଟରେ ପହଞ୍ଚି ପାରିବ । ନିର୍ମାତା ନିର୍ଦ୍ଦେଶକ ବି ଫିଲ୍ମର ପ୍ରଚାର ପ୍ରସାରରେ ଲାଗି ପଡିଛନ୍ତି । ଏହାରି ଭିତରେ ଡାଇରେକ୍ଟର ଅମର କୌଶିକ ଦୁବଇର ସବୁଠାରୁ ବଡ ଟାୱାର ବୁର୍ଜ ଖଲିଫାରେ ‘ଭେଡିୟା’ର ଟ୍ରେଲର ଜାରି କରିଛନ୍ତି । ଏହାକୁ ଦେଖିବା ପରେ ପ୍ରଶଂସକଙ୍କ ମଧ୍ୟରେ ଫିଲ୍ମକୁ ନେଇ ଏକ୍ସାଇଟମେଣ୍ଟ ବଢିଯାଇଛି ।
ସୂଚନାଯୋଗ୍ୟ, ବରୁଣ ଯେଉଁ ଭିଡିଓ ଶେୟାର କରିଛନ୍ତି ସେଥିରେ ସେ ଓ ନାୟିକା କ୍ରିତି ବୁର୍ଜ ଖଲିଫାଠାରୁ କିଛି ଦୂରରେ ରହି ଭିଡିଓ ଶୁଟ କରୁଥିବା ଦେଖାଯାଇଛି । ଏହାସହ ଏମାନଙ୍କ ଚାରିପଟେ ପ୍ରଶଂସକଙ୍କ ଭିଡ ଲାଗିଛି । ଏହାପରେ ବରୁଣ ବୁର୍ଜ ଖଲିଫା ଆଡକୁ ଇସାରା କରୁଛନ୍ତି । ଏହି ଭିଡିଓ ଶେୟାର କରି ଲେଖିଛନ୍ତି ବୁର୍ଜ ଖଲିଫାରେ ଭେଡିୟାର ଭିଡିଓ ଦେଖି ଏତେ ଏକ୍ସାଇଟେଡ ହୋଇ ଯାଇଥିଲେ ଯେ ତାଙ୍କ ହାତରୁ ଫୋନ ଖସି ପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri