ଭେଡିୟାଁ ଟ୍ରେଲରରେ ଏମିତି ନଜର ଆସିଛନ୍ତି ବରୁଣ-କ୍ରିତି

ମୁମ୍ବାଇ: ବଲିଉଡ ଷ୍ଟାର ବରୁଣ ଧୱନ ଓ କ୍ରିତି ସାନନଙ୍କ ଅଭିନୀତ ମୁଭି ‘ଭେଡିୟାଁ’ର ଟ୍ରେଲର ଆଉଟ ହୋଇଛଇ । ଯେବେଠାରୁ ଏହି ମୁଭିରେ ବରୁଣଙ୍କ ଫାଷ୍ଟ ଲୁକ ଆଉଟ ହୋଇଥିଲା ସେବେଠାରୁ ଦର୍ଶକେ ଏହାର ଟ୍ରେଲରକୁ ଉତ୍ସୁକତାର ସହ ଅପେକ୍ଷା କରି ରହିଥିଲେ । ଏବେ ଏହାର ଟ୍ରେଲର ଦେଖି ଦର୍ଶକେ ସେମାନଙ୍କ ଉତ୍ସାହକୁ ରୋକି ପାରୁ ନାହାନ୍ତି । ଫିଲ୍ମର ନିର୍ମାଣ ଦିନେଶ ବିଜାନ କରିଥିବା ବେଳେ ଏହା ଚଳିତବର୍ଷ ନଭେମ୍ବର ୨୫ରେ ରିଲିଜ୍ ହେବାର ଯୋଜନା ରହିଛି ।
ଫିଲ୍ମର ଅଧିକାଂଶ ଭାଗ ଅରୁଣାଚଳ ପ୍ରଦେଶରେ ହୋଇଛି । ଷ୍ଟୋରୀ ଲାଇନ କଥା କହିଲେ ଏହା ଭାସ୍କରଙ୍କ କାହାଣୀ । ଜଣେ ବ୍ୟକ୍ତି ଯାହାଙ୍କୁ ପାରମ୍ପରିକ ଜଙ୍ଗଳି କୁକୁର କାମୁଡି ଦେଇଛି । ଆଉ ଏହାପରେ ସେ ନିଜେ କୁକୁର ଭଳି ନିଜକୁ ପରିବର୍ତ୍ତନ କରୁଛନ୍ତି । ବରୁଣ ଓ କ୍ରିତି କିଛିଦିନ ତଳେ ସେମାନଙ୍କର ଫାଷ୍ଟ ଲୁକ୍ ଶେୟାର କରିଥିଲେ । ପୋଷ୍ଟର ଶେୟାର କରି ବରୁଣ ଲେଖିଥିଲେ ଭେଡିଓଙ୍କ ସହ ଖୁବ ଜୋର ଚିଲ୍ଲାଇବାକୁ ପ୍ରସ୍ତୁତ ହୁଅନ୍ତୁ । ଏପଟେ କ୍ରିତି ତାଙ୍କ ଫାଷ୍ଟ ଲୁକ ଶେୟାର କରି ଲେଖିଥିଲେ ଡାକ୍ତର ଅନିକା ସହ ମିଶନ୍ତୁ! ଜଙ୍ଗଲି କୁକୁରଙ୍କ ଡାକ୍ତର! କ୍ରିତି ଓ ବରୁଣ ଏକାସହ ଦ୍ୱିତୀୟ ଥର ପାଇଁ ଏହି ମୁଭିରେ ନଜର ଆସିଛନ୍ତି । ପ୍ରଥମେ ଏହି ଷ୍ଟାର ଯୋଡି ‘ଦିଲୱାଲେ’ରେ ନଜର ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?