Posted inଜାତୀୟ

ଅଖିଲେଶ-ଚନ୍ଦ୍ରଶେଖରଙ୍କ ମଧ୍ୟରେ ହେବ ଆସନ ବୁଝାମଣା

ଲକ୍ଷ୍ନୌ,୧୫।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଖିଲେଶଙ୍କ ସମାଜବାଦୀ ପାର୍ଟି ଏବଂ ଚନ୍ଦ୍ରଶେଖର ଆଜାଦଙ୍କ ଭୀମ ଆର୍ମି ମଧ୍ୟରେ ମେଣ୍ଟ ହେବା ନେଇ ନିଷ୍ପତ୍ତି ହୋଇଛି।

ମେଣ୍ଟ ସମ୍ପର୍କରେ ଉଭୟ ନେତା ଶନିବାର ଖବରଦାତା ସମ୍ମିଳନୀରେ ଘୋଷଣା କରିବେ। ମଧ୍ୟାହ୍ନ ସାଢେ ୧୨ରେ ଏହି ଖବରଦାତା ସମ୍ମିଳନୀ ଡକାଯାଇଛି। ମେଣ୍ଟ ଘୋଷଣା ପୂର୍ବରୁ ଚନ୍ଦ୍ରଶେଖର କହିଛନ୍ତି, ସମାଜବାଦୀ ପାର୍ଟି ସହ ମେଣ୍ଟ ହେବାନେଇ ନିଷ୍ପତ୍ତି ଚୂଡାନ୍ତ ହୋଇଛି। ସମ୍ମିଳନୀରେ ଦୁଇ ଦଳ ମଧ୍ୟରେ ଆସନ ବୁଝାମଣା ସମ୍ପର୍କରେ ଜଣାଇ ଦିଆଯିବ ବୋଲି ସେ କହିଛନ୍ତି।

ଉତ୍ତର ପ୍ରଦେଶ ନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ସୁହେଲଦେବ ଭାରତୀୟ ସମାଜ ପାର୍ଟି, ଶରଦ ପାୱାରଙ୍କ ଏନ୍‌ସିପି, ଆର୍‌ଏଲ୍‌ଡି, ଜନୱାଦି ପାର୍ଟି(ସୋସିଆଲିଷ୍ଟ), ଆପନା ଦଳ, ପ୍ରଗତିଶୀଳ ସମାଜବାଦୀ ପାର୍ଟି, ଲୋହିଆ ଓ ମହାନ ଦଳ ସହ ମେଣ୍ଟ କରି ସାରିଛି। ଏବେ ଆଜାଦଙ୍କ ଦଳ ଏଥିରେ ସାମିଲ ହେବାକୁ ଯାଉଛି। ଆଜାଦଙ୍କ ସହ ହାତ ମିଳାଇ ଏସ୍‌ପି ଦଳିତ ଭୋଟ ହାତେଇବାକୁ ପାଇଁ ଲକ୍ଷ୍ୟ ରଖିଛି।

ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶର ୪୦୩ ଆସନ ପାଇଁ ଆସନ୍ତା ଫେବୃଆରୀ ୧୦ରୁ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ। ଭୋଟ ଗ୍ରହଣ ପ୍ରକ୍ରିୟା ମାର୍ଚ୍ଚ ୭ରେ ଶେଷ ହେବ। ୧୦ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।

 


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri