Posted inଜାତୀୟ

ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖରଙ୍କୁ ଗୁଳି

ସାହରନପୁର(ଉତ୍ତରପ୍ରଦେଶ), ୨୮ା୬: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ କାର୍‌ ଉପରକୁ ବୁଧବାର କେତେଜଣ ଆକ୍ରମଣକାରୀ ଗୁଳି ଚଳାଇଥିଲେ। ଏଥିରେ ଆଜାଦ ଆହତ ହୋଇଥିବା ପୋଲିସ କହିଛି। ଗୁଳି ଆଜାଦଙ୍କ ପେଟରେ ବାଜିଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ଆକ୍ରମଣକାରୀଙ୍କୁ ଧରିବା ନେଇ ତନାଘନା ଚଳାଇଛି।

ସୂଚନା ମୁତାବକ, ଆଜାଦ ତାଙ୍କର ଜଣେ ସମର୍ଥକଙ୍କ ଦଶାହରେ ଯୋଗଦେବା ପାଇଁ ସାହରନପୁର ଜିଲାର ଦେଓବନ୍ଦ ଯାଉଥିବା ବେଳେ ତାଙ୍କ ଏସ୍‌ୟୁଭି କାର୍‌ ଉପରକୁ ଗୁଳିମାଡ଼ ହୋଇଥିଲା। ଆକ୍ରମଣକାରୀ ଏକ କାର୍‌ରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri