ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୩୦୬ପଞ୍ଜିକୃତ, ୧୫୮ ଜଣଙ୍କୁ ପ୍ରମାଣ ପତ୍ର ବଣ୍ଟନ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୯ା୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଦାରିଙ୍ଗବାଡ଼ି ବିଡ଼ିଓ ପ୍ରୀତିରଞ୍ଜନ ରଥ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୋଟ ୩୦୬ଜଣ ପଞ୍ଜିକୃତ କରାଇ ନିଜ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ସେମାନଙ୍କ ମଧ୍ୟରୁ ୧୫୮ଜଣଙ୍କୁ ପ୍ରମାଣ ପତ୍ର ବଣ୍ଟନ କରାଯାଇଥିଲା। ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ ସମେତ ପି.ପଦ୍ମା ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ମମିତା କୁମାରୀ ପ୍ରଧାନ, ଜିଲା ହେଡକ୍ୱାଟର ସାମାଜିକ ସୁରକ୍ଷା ଅଧିକାରୀ ପ୍ରମୋଦ ବଡ଼ସେଟୋଷ୍ଠୀ ସମ୍ବଳ ଶିକ୍ଷକ ମାନସ କୁମାର ଷଡ଼ଙ୍ଗୀ, ଏପିଓ କେଦାର ଚନ୍ଦ୍ର ପଣ୍ଡା, ଗୋଷ୍ଠୀ ସାମାଜିକ ଅଧିକାରୀ କ୍ଷୀତିଶ ପ୍ରିୟଦର୍ଶୀ ସାହୁ, ପ୍ରୋଗ୍ରାମ ଆସିଷ୍ଟାଣ୍ଟ ବିକ୍ରମ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଡାକ୍ଟର ଶ୍ରବଣ କୁମାର ସାହୁକାର, ଓର୍ଥୋପେଡିକ ସମେତ ଡାକ୍ଟର ଅରବିନ୍ଦ ଦାସ, ଚକ୍ଷୁ ବିଶଷଜ୍ଞ ଡାକ୍ଟର ସତ୍ୟବ୍ରତ ସାହୁ, ଶ୍ରବଣ ରୋଗ ବିଶେଷଜ୍ଞ, ଡାକ୍ଟର ଉତ୍କଳ କେଶରୀ ବେହେରା, ମେଡିସିନ ସ୍ପେସିଆଲିଷ୍ଟ ଏବଂ ଦୋଳମଣୀ ପ୍ରଧାନ, ପେଡିଆଟ୍ରିକ୍‌ସ ପ୍ରମୁଖ ରୋଗୀଙ୍କୁ ପରୀକ୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri