Posted inରାଜ୍ୟ

ଭୀମ ଭୋଇ ଭଜନ ସଙ୍ଗୀତ, ମାନବବାଦ ମହିମା ସାହିତ୍ୟ ଆଲୋଚନାଚକ୍ର

ଭୁବନେଶ୍ୱର,୮ା୧୨ (ବନ୍ଦନା ସେଠୀ): ଓଡ଼ିଶା ଭାଷା ସାହିତ୍ୟ ସଂସ୍କୃତି ବିଭାଗ, ଭୁବନେଶ୍ୱର ଏବଂ ସନ୍ଥ କବି ଭୀମଭୋଇ ଅଲେଖ ବ୍ରହ୍ମ ଟ୍ରଷ୍ଟ ପକ୍ଷରୁ ଭୀମଭୋଇ ଭଜନ ସଙ୍ଗୀତ ଓ ମାନବବାଦ ମହିମା ସାହିତ୍ୟ ଆଲୋଚନାଚକ୍ର ଶନିବାର ସୂଚନାଭବନରେ ଅନୁଷ୍ଠିତ ହୋଇଯାଇଛି। ମହିମା ଧର୍ମର ପ୍ରଚାର ପ୍ରସାର ନିମନ୍ତେ ଏହି ଧର୍ମର ଗବେଷକମାନେ ଯୋଗଦେଇ ମାନବବାଦ ମହିମା ସାହିତ୍ୟ ଉପରେ ଆଲୋଚନା କରିଥିଲେ। ଗଦାଧର ଦାସଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବୈଷ୍ଣବ ଚରଣ ସାମଲ, ଡ. ଶରତ ଚନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ। ଏହି ଅବସରରେ ମହିମା ଧର୍ମର ଦାର୍ଶନିକ ତତ୍ତ୍ୱ ବୁଝାଇବା ଓ ମହିମା ଧର୍ମ ପ୍ରତି ଲୋକଙ୍କୁ ଆକୃଷ୍ଟ କରିବାରେ ସ୍ବତନ୍ତ୍ର ଅବଦଲାନ ଲାଗି ଭକ୍ତ ଦିବାକର ମହାନ୍ତିଙ୍କୁ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri