ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ କୁନି ସାହୁ, ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ,ସରପଞ୍ଚ ସଂଘ ବ୍ଲକ ସଭାପତି ବରୁଣ ଛତ୍ରୀଆ, ଭାରପ୍ରାପ୍ତ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପ୍ରଦୀପ କୁମାର ମାଝୀ, ସାଇଟ ସେବର୍‌ ଇଣ୍ଡିଆ ମୋନାଲିସା ପତି, ଜିଲା ଶିଳ୍ପ କେନ୍ଦ୍ରରୁ ଅଂଶୁମାନ ଦାଶ ପ୍ରମୁଖ ଯୋଗ ଦେଇ ଦିବ୍ୟାଙ୍ଗ ଲୋକଙ୍କୁ ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗ ଉପରେ ପରାମର୍ଶ ଦେଇଥିଲେ। ସଭାର ପିଇଓ ବସନ୍ତ କୁମାର ମିଶ୍ର ସଂଯୋଜନା କରିଥିଲେ। ଏଥିରେ ଜିଲାସ୍ତରରୁ ବିଭିନ୍ନ ବିଭାଗର ଡାକ୍ତରମାନେ ଯୋଗଦେଇ ଦିବ୍ୟାଙ୍ଗ ଚିହ୍ନଟ କରିଥଲେ। ଏଥିରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

ଫୁଲୁଛି ବିରୂପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ

ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ…

ଓଡ଼ିଶା ପ୍ରଶାସନିକ ସେବାର ୬ ପ୍ରଶିକ୍ଷାର୍ଥୀଙ୍କ ପିକକ ଶିଶୁ ଅଧିକାର କାର୍ଯ୍ୟ ପରିଦର୍ଶନ, ପାଟଣା ବିଡ଼ିଓଙ୍କୁ ଭେଟି…

ପାଟଣା ୩୧।୭ (ବୀର କିଶୋର ଦାଶ) : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର -୨୦୨୩ ବ୍ୟାଚ ପ୍ରଶିକ୍ଷାର୍ଥୀମାନେ ସେମାନଙ୍କ ପ୍ରଶିକ୍ଷଣର ଅଂଶବିଶେଷ ଭାବେ ପିପୁଲସ କଲଚରାଲ ସେଣ୍ଟର(…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri