ଭିମ୍‌ସାର ଡାକ୍ତର କରୋନାରେ ଆକ୍ରାନ୍ତ

ସମ୍ବଲପୁର, ୧୩।୭ (ବ୍ୟୁରୋ) -ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ର ଜଣେ ପିଜି ଡାକ୍ତର କରୋନା ଆକ୍ରାନ୍ତ ହୋଇଥିବା ସୋମବାର ଜଣାପଡ଼ିଛି। ସେ ଆଇସିୟୁରେ କାର୍ଯ୍ୟରତ ଥିଲେ। ତାଙ୍କ ସ୍ବାବ୍‌ ନମୁନାର ରିପୋର୍ଟ ପଜିଟିଭ ଆସିଥିବା ଭିମ୍‌ସାର ନୋଡାଲ ଅଧିକାରୀ ସୁଦର୍ଶନ ପୋଥାଳ କହିଛନ୍ତି। ତେବେ ଆଇସିୟୁର ସମସ୍ତ ରୋଗୀଙ୍କ ସ୍ବାବ୍‌ ରିପୋର୍ଟ ନେଗେଟିଭ ଆସିଛି। ହେଲେ ଡାକ୍ତର ଜଣକ କାହା ସାଙ୍ଗରେ ମିଳାମିଶା କରିଥିଲେ ତାହା ଟ୍ରେସିଂ କରାଯାଉଛି। ତେବେ ଆଇସିୟୁକୁ ସାନିଟାଇଜ କରାଯାଇଛି ବୋଲି ଡାକ୍ତର ପୋଥାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?