ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ: ୬୩୮ ପଞ୍ଜୀକୃତ

ପାଟଣାଗଡ ୭।୧୨ (ସଚ୍ଚିଦାନନ୍ଦ ମହାକୁର) ପାଟଣାଗଡ ଏନଏସି ବ୍ରାହ୍ମପୁରସ୍ଥିତ ସୁଭଦ୍ରା ଭବନଠାରେ ବିଜ୍ଞାପିତଅଞ୍ଚଳ ପରିଷଦ ଓ ବ୍ଳକ ପ୍ରଶାସନର ମିଲିତ ଆନୁକୁଲ୍ୟରେ ଭୀମଭୋଇ ଭୀନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ମାନସୀ ବିଶାଲ ଯୋଗଦେଇ ଏହି ଶିବିରକୁ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ଘସିଏନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ମେଡିକାଲ ଅଫିସର ସୂଜୟ କୁମାର ମେହେର, ସଂଯୋୟକ ସକ୍ଷମ ଦିବାକାର ପାତ୍ର, ଏନଏସି କୋଡିନେଟର ସୁରଣିକା ପଣ୍ଡା ଯୋଗ ଦେଇଥିବାବେଳେ ପାଟଣାଗଡ ବିଡିଓ ସୁମନ ମିଞ୍ଜ ଉପସ୍ଥିତ ଥିଲେ। ଏହି ଶିବିରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ପାଟଣାଗଡ ବ୍ଲକର ସମୁଦାୟ ୬୩୮ ଜଣ ପଞ୍ଜୀକୃତ କରିଥିଲେ। ସେଥିମଧ୍ୟରୁ ଚଳନଶକ୍ତି ବାଧିତ ୩୧୦,ଶ୍ରବଣ ବାଧିତ ୧୧୨, ଦୃଷ୍ଟି ବାଧିତ ୯୨ ମାନସିକ ୬୮ ଓ ଉପକରଣ ୫୬ ଜଣ ଦିବ୍ୟାଙ୍ଗ ମହିଳା ଓ ପୁରୁଷମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ମନୋଜ କୁମାର ବାଗ ପରିଚାଳନା କରିଥିବାବେଳେ ବଲାଙ୍ଗୀର ଜିଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା ସ୍ବାଗତ ଭାଷଣ ଦେଇଥିଲେ। ପରିଶେଷରେ ପାଟଣାଗଡ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କମଲକାନ୍ତ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri