ଅମିତାଭ ବଚ୍ଚନଙ୍କ ଅପେକ୍ଷା ତୁମେ ଜଣେ ଭଲ ଅଭିନେତା, ଏକଥା ଶୁଣି ଅଭିଷେକ କହିଲେ..

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିଜ ପ୍ରଶଂସକଙ୍କ ସହ ସର୍ବଦା ଯୋଡି ହେବାକୁ ଚେଷ୍ଟା କରନ୍ତି। ଫିଲ୍ମ ‘ରିଫ୍ୟୁଜି’ରୁ କ୍ୟାରିୟର ଆରମ୍ଭ କରିଥିବା ଅଭିଷେକ ବଚ୍ଚନ ତାଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ଅନେକ ହିଟ୍‌ ଚଳଚ୍ଚିତ୍ରରେ କାମ କରିଛନ୍ତି। ସମ୍ପ୍ରତି ଜଣେ ଉପଭୋକ୍ତା ତାଙ୍କୁ ତାଙ୍କ ପିତା ତଥା ଶତାବ୍ଦୀର ମହାନାୟକ ଅମିତାଭ ବଚ୍ଚନଙ୍କ ଅପେକ୍ଷା ଜଣେ ଭଲ ଅଭିନେତା ବୋଲି ଟୁଇଟ୍‌ କରିଛନ୍ତି। ୟୁଜର୍‌ ଜଣଙ୍କ ଲେଖିଥିଲେ, ‘ବିଗ ବିଙ୍କଠାରୁ ତୁମେ ଅଭିନୟରେ ଭଲ। ଗୁରୁ ଭାଇ ଆଶୀର୍ବାଦ। ଏହା ପରେ ସେ ସମ୍ପୃକ୍ତ ୟୁଜରଙ୍କୁ ଧନ୍ୟବାଦ ଜଣାଇ ଅଭିଷେକ କହିଛନ୍ତି, ପ୍ରଶଂସା ପାଇଁ ଆପଣଙ୍କୁ ବହୁତ ଧନ୍ୟବାଦ। କିନ୍ତୁ ଅମିତାଭ ବଚ୍ଚନଙ୍କ ଅପେକ୍ଷା କେହି ଭଲ ଅଭିନେତା ହୋଇପାରିବେ ନାହିଁ। ଅଭିଷେକଙ୍କ ଏହି ଉତ୍ତର ସମସ୍ତଙ୍କ ହୃଦୟ ଜିତିଛି। ପ୍ରଶଂସକମାନେ ତାଙ୍କୁ ବହୁତ ପ୍ରଶଂସା କରୁଛନ୍ତି। ଅଭିଷେକ ବଚ୍ଚନ ଅନେକଥର ସୋସିଆଲ ମିଡିଆରେ ଟ୍ରୋଲ ହେବାର ଦେଖାଯାଏ। ତାଙ୍କ ପିତା ଅର୍ଥାତ୍‌ ଅମିତାଭ ବଚ୍ଚନଙ୍କ କାରଣରୁ ସେ ଫିଲ୍ମରେ କାମ କରୁଛନ୍ତି ବୋଲି ନିକଟରେ କିଛି ୟୁଜର୍ସ କହି ତାଙ୍କୁ ଟ୍ରୋଲ କରିଥିଲେ।
ଅଭିଷେକ ଏବେ ଫିଲ୍ମ ‘ଦଶ୍‌ଂବୀ’ ପାଇଁ ଶୁଟିଂ କରୁଛନ୍ତି। ଏହା ବ୍ୟତୀତ ତାଙ୍କର ପାଖରେ ‘ବବ ବିଶ୍ୱାସ’ ଏବଂ ‘ବ୍ରୀଦ୍‌ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରୋଜେକ୍ଟ ମଧ୍ୟ ରହିଛି।

अभिषेक बच्चन, अमिताभ बच्चन, Abhishek Bachchan, Amitabh Bachchan, Abhishek Bachchan responds Twitter user, Abhishek says nobody can be better then Amitabh Bachchan, Social Media


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri