କେନ୍ଦ୍ରାପଡ଼ା ଅଫିସ,୩୦।୭: ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖରେ ଖୋଲିବ। ଏନେଇ ରାଜନଗର ବନ ଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି। କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା। ହେଲେ ଏବେ ଭିତରକନିକା ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି ।
କେନ୍ଦ୍ରାପଡ଼ା ଅଫିସ,୩୦।୭: ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖରେ ଖୋଲିବ। ଏନେଇ ରାଜନଗର ବନ ଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି। କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା। ହେଲେ ଏବେ ଭିତରକନିକା ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି ।
ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...
ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...
ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...
ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ...
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...
ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...
