୧୦ ଦିନ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା ଅଫିସ,୨୮।୧୨: ଜାନୁୟାରୀ ୨ ରୁ ୧୧ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ ବନ୍ଦ ରହିବ। ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଏ ନେଇ ୧୦ ଦିନ ଭିତରକନିକାକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯିବ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ଯଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି।

ଭିତରକନିକା ଜାତୀୟ ଉଦ୍ୟାନ ଓ ଏହା ବାହାରେ ଥିବା ନଦୀ, ନାଳ ଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ। ଉଭୟ ଦିନରେ ଓ ରାତିରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ବିଶାରଦ ଡା. ସୁଧାକର କରଙ୍କ ନେତୃତ୍ୱରେ ବନ ବିଭାଗ କର୍ମଚାରୀମାନେ କୁମ୍ଭୀର ଗଣନା କାର୍ଯ୍ୟରେ ନିୟୋଜିତ ରହିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବାସୀଙ୍କୁ ଫେରିବାକୁ ଦିଅ: ନଚେତ୍‌ ସୃଷ୍ଟି ହୋଇପାରେ ମାନବୀୟ ସଙ୍କଟ

ଭୁବନେଶ୍ୱର,୧୦।୫(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ମାର୍ଚ୍ଚ ୨୪ରୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଶନିବାର ଏହି ଲକ୍‌ଡାଉନ୍‌କୁ ୪୬ ଦିନ ପୂରିଛି। ବିଭିନ୍ନ...

୨୦୨୧ରେ ରୋକାଯାଇଛି ୩୪ ବାଲ୍ୟବିବାହ

ଢେଙ୍କାନାଳ ଅଫିସ, ୩୦।୧୨: ବାଲ୍ୟ ବିବାହ, ଶିଶୁ ଶ୍ରମିକ ପ୍ରଥା, ଶିଶୁ ନିର୍ଯାତନା ଭଳି ସାମାଜିକ ବ୍ୟାଧି ଦୂରୀକରଣ ଏବଂ କିଶୋରୀକିଶୋରଙ୍କ ଦକ୍ଷତା ବୃଦ୍ଧି ଲାଗି ବୁଧବାର...

ପାହାଡ଼ ଉପରକୁ ନେଇ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର

  ସୁନ୍ଦରଗଡ଼, ୮।୨ (ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଞ୍ଚଳରେ ବୁଧବାର ରାତିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ପୀଡିତା ଏସମ୍ପର୍କରେ କୁତ୍ରା ଥାନାରେ...

ଅଁଳା ପଞ୍ଚାୟତ ସରପଞ୍ଚଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବେତନଟୀ/ବୈଶିଙ୍ଗା,୧୮ା୫(ଡି.ଏନ୍‌.ଏ.)- ପ୍ରବାସୀଙ୍କୁ ବାଇକ୍‌ରେ ବସାଇ ଆଣିଥିବା ଜଣେ ଯୁବକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଅଁଳା ପଞ୍ଚାୟତରେ ଉତ୍ତେଜନା...

ବେତ କାରୁକାର୍ଯ୍ୟରେ ନିପୁଣ ଶିଳ୍ପୀ ସୁଦର୍ଶନ

ସୋର, ୧୭।୧୦(ଡି.ଏନ.ଏ.)- ବେତରେ ବିଭିନ୍ନ ସାମଗ୍ରୀ ତିଆରି କରିବା କଳାକୁ ଜୀବିକା ଭାବେ ଆଦରି ନେଇଛନ୍ତି ଶିଳ୍ପୀ ସୁଦର୍ଶନ ବେହେରା (୪୮)। ନୂତନ ଶୈଳୀରେ ସେ...

୭ ଯୋଡ଼ା ଟ୍ରେନ୍‌ର ପୁନଃ ପ୍ରଚଳନ

ଭୁବନେଶ୍ୱର,୩୦।୬: ଲକ୍‌ଡାଉନ ସମୟରେ ବାତିଲ ହୋଇଥିବା କିଛି ଟ୍ରେନ୍‌ ପୁନଃ ପ୍ରଚଳନ ପାଇଁ ନିକଟରେ ଓଡ଼ିଶା ଗସ୍ତରେ ଆସିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୂର୍ବତଟ ରେଳପଥର...

ମୂଲ୍ୟବୋଧ ସହ ସାଲିସ କରି ନ ଥିଲେ ପ୍ରଦ୍ୟୁମ୍ନ: ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସମାଜବାଦୀ ନେତା ତଥା ଦୈନିକ ଖବରକାଗଜ ‘ପ୍ରଗତିବାଦୀ’ର ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀ ଅବସରରେ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ...

ଆବାସ ଯୋଜନାରେ ସାମିଲ ହୋଇନି ୬ ଗାଁ

ଜୟପୁର,୫।୧୨ (ନି.ପ୍ର.): ଗରିବ ଲୋକଙ୍କୁ ଘର ଯୋଗାଇବା ପାଇଁ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ବିଜୁ ପକ୍କା ଘର ପରି ଯୋଜନା କାର୍ଯ୍ୟକାରୀ କରୁଛନ୍ତି...

Advertisement
Archives

Model This Week