କେନ୍ଦ୍ରାପଡା,୭।୧: ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ପାଇଁ ଭିତରକନିକା ବନ୍ଦ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା ହେବ।
କେନ୍ଦ୍ରାପଡା,୭।୧: ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ପାଇଁ ଭିତରକନିକା ବନ୍ଦ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା ହେବ।
ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବିଜୟ ହାସଲ କରିଛନ୍ତି। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ…
ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…
ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…
ନୂଆଦିଲ୍ଲୀ,୩।୮: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ର ସଂଘ ଚାଳକ ମୋହନ ଭାଗବତ ଅଗଷ୍ଟ ୬ ତାରିଖରେ ଦେଶର ଯୁବବର୍ଗଙ୍କ ସହ ସୀଧାସଳଖ କଥାବାର୍ତ୍ତା କରିବେ। ଆରଏସଏସ…
ଛତ୍ରପୁର,୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସର ସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଅଜୟ…
ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିଛନ୍ତି ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର। ତେବେ ଭୋଟ ଗଣତି ଚାଲିଥିବା ସମୟରେ ଗଣମାଧ୍ୟମ ସହ…
ଅଗଷ୍ଟ ମାସ ବିଶେଷ ହେବାକୁ ଯାଉଛି। ଏହି ମାସରେ ମାତ୍ର ୧୬ ଦିନ ମଧ୍ୟରେ ସୂର୍ଯ୍ୟ ଓ ଚନ୍ଦ୍ର ଉଭୟଙ୍କ ଉପରେ ଗ୍ରହଣର ଛାୟା ପଡ଼ିବ। ପ୍ରଥମ…
ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…