କେନ୍ଦ୍ରାପଡା,୭।୧: ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ପାଇଁ ଭିତରକନିକା ବନ୍ଦ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା ହେବ।
Dharitri – The Largest & Most Trusted Odia Daily