ଜାନୁୟାରୀ ୨ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

ରାଜନଗର,୨୦ା୧୨(ଡି.ଏନ.ଏ.): କୁମ୍ଭୀର ଗଣନା ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ଲାଗି ୧୦ ଦିନ ବନ୍ଦ ରହିବ। ୨୦୨୨ ଜାନୁୟାରୀ ୨ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ। ଜାନୁୟାରୀ ୧୨ରୁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଏହା ବାହାରେ ଥିବା ନଦୀ ନାଳରେ ବି କୁମ୍ଭୀରଗଣନା କରାଯିବ। ସୂଚନାଯୋଗ୍ୟ, ଚଳିତବର୍ଷ ଜାନୁୟାରୀରେ ହୋଇଥିବା ଗଣନା ଅନୁଯାୟୀ ଭିତରକନିକାରେ ୧୭୬୮ ବଉଳା କୁମ୍ଭୀର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୈଠ ହୋଇନି ବିଲ୍‌, ବିଦ୍ୟୁତ୍‌ ସେବା, ପାନୀୟ ଜଳ ବନ୍ଦ

ରାୟଗଡ଼ା ଅଫିସ,୧୭ା୯: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ପକ୍ଷରୁ ୧୧ ପଞ୍ଚାୟତରେ ଶୁକ୍ରବାର ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ କରାଯାଇଛି l ପଞ୍ଚାୟତ ପକ୍ଷରୁ...

ଜଳୁନି ଟୋଲପ୍ଲାଜା ହାଇମାଷ୍ଟ

ଢେଙ୍କିକୋଟ,୧୯ା୭(ଡି.ଏନ୍‌.ଏ.)- ଜାତୀୟ ରାଜପଥ ୨୦ନଂ. ନବୀକରଣ ପରେ ଢେଙ୍କିକୋଟ ଗ୍ରାମବାସୀଙ୍କ ଦୁଃଖ ବଢ଼ିଯାଇଛି। ଅଧାପନ୍ତରିଆ କରି ଠିକା ସଂସ୍ଥା ଚାଲିଗଲା। ଉଭୟ ପାର୍ଶ୍ୱ ସର୍ଭିସ ରୋଡ୍‌...

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି ପୁଣି ବଢ଼ିଲା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ପୁଣି ବଢ଼ିଲା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଅବଧି। ଆଉ ମାସେ ଅର୍ଥାତ ୨୦୨୩ ଫେବୃୟାରୀ ପର୍ଯ୍ୟନ୍ତ ଏହି ଅବଧିକୁ ବଢ଼ାଇବାକୁ ରାଜ୍ୟ ପରିବହନ...

ଜି.ଉଦୟଗିରି କାଉନସିଲର ଉପନିର୍ବାଚନରେ ବିଜେଡି ବିଜୟୀ

ଜି.ଉଦୟଗିରି,୧୩ା୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଏନ୍‌ଏସିର ୬ ନମ୍ବର ଓ୍ବାର୍ଡ କାଉନସିଲର ପଦବୀ ନିମନ୍ତେ ଗୁରୁବାର ହୋଇଥିବା ଉପନିର୍ବାଚନରେ ବିଜୁ ଜନତା ଦଳର ପ୍ରାର୍ଥିନୀ ସିଦ୍ଧେଶ୍ୱରୀ...

୩ ନାବାଳକଙ୍କୁ ଉଦ୍ଧାର କଲା ଚାଇଲ୍ଡଲାଇନ

ସିମୁଳିଆ, ୨୬।୫(ଡି.ଏନ.ଏ.): ‘ଧରିତ୍ରୀ’ରେ ଖବର ପ୍ରକାଶ ହେବା ପରେ ବାଲେଶ୍ୱର ଜିଲା ସିମୁଳିଆ ଥାନା କହ୍ନେଇବିନ୍ଧା ପଞ୍ଚାୟତ କଇଁଶୀ ଆଦିବାସୀ ସାହିରେ ମା’ଙ୍କ ମୃତ୍ୟୁ ପରେ...

ଅନୁଗୋଳ ଅତିରିକ୍ତ ଏସ୍‌ପିଙ୍କ ଅକାଳ ବିୟୋଗ

ଅନୁଗୋଳ,୧୮ା୮(ଅମିତ କୁମାର ସାମଲ): ଅନୁଗୋଳ ଜିଲାର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେଶ ଚନ୍ଦ୍ର ପାଣିଗ୍ରାହୀ (୫୮)ଙ୍କ ଗୁରୁବାର ସକାଳେ ହୃଦ୍‌ଘାତରେ ଅକାଳ ବିୟୋଗ ଘଟିଛି। ବଜାରରୁ...

ସ୍କୁଟିକୁ ଧକ୍କା ଦେବାରୁ ବସ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ, ୨।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନଂ. କ ଜାତୀୟ ରାଜପଥର ବଡପାଳଠାରେ ବୁଧବାର ସକାଳେ ଏକ ବସ୍‌...

ବ୍ରାଉନ୍‌ସୁଗାର ବେପାରୀଙ୍କ ଘର ଉପରେ ଚଢ଼ାଉ : ଲକ୍ଷାଧିକ ଟଙ୍କା ସହ ସୁନାଗହଣା, ବାଇକ୍‌ ଜବତ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୮ା୯: ବାଲେଶ୍ୱର ଅରଡ଼ବଜାରସ୍ଥିତ ମସଜିଦ୍‌ ଗଳିର ବ୍ରାଉନ୍‌ସୁଗାରର ମୁଖ୍ୟ ବ୍ୟବସାୟୀ ସେକ୍‌ ରାଜା ଗିରଫ ହେବା ପରେ ଆନ୍ତଃରାଜ୍ୟ ଏବଂ ଜାତୀୟ ସ୍ତରରେ...

Advertisement
Archives

Model This Week