ବନ୍ଦ ଅଛି ଭିତରକନିକା: ହେଲେ ବି ବୁଲୁଛନ୍ତି ଭିଆଇପି ପର୍ଯ୍ୟଟକ

ରାଜନଗର,୨୧।୧(କୃତିବାସ ପ୍ରଧାନ): କେନ୍ଦ୍ରାପଡ଼ା ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିବା ବେଳେ ବୋଟରେ ବୁଲୁଛନ୍ତି ଇକୋରିଟ୍ରିଟ୍‌କୁ ଆସିଥିବା ଭିଆଇପି ପର୍ଯ୍ୟଟକ। କୁମ୍ଭୀର ଗଣନା ଯୋଗୁ ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ୯ ଦିନ ବନ୍ଦ ଥିବା ବେଳେ କିପରି ଏବଂ କେଉଁ ପରିସ୍ଥିତି ପର୍ଯ୍ୟଟକ ବୋଟରେ ବୁଲୁଛନ୍ତି ତାକୁ ନେଇ ପ୍ରଶ୍ନ ସୃଷ୍ଟି ହୋଇଛି। ଏପରି କି ସଠିକ କୁମ୍ଭୀର ଗଣନାକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି।

ସୂଚନା ଯୋଗ୍ୟ, ସାଧାରଣ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ବନ୍ଦ ଥିବା ବେଳେ ଇକୋରିଟ୍ରିଟକୁ ଆସିଥିବା ପର୍ଯ୍ୟଟକଙ୍କ ପାଇଁ କେଉଁ ପରିସ୍ଥିତିରେ ଭିତରକନିକା ଖୋଲି ଦିଆଗଲା ତାକୁ ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

କୁମ୍ଭୀର ଗଣନା ସମୟରେ ଯନ୍ତ୍ର ଚାଳିତ ବୋଟ ଚାଲିଲେ କୁମ୍ଭୀରମାନେ ଭୟଭୀତ ହୋଇ ପାଣି ଭିତରକୁ ଚାଲି ଯାଆନ୍ତି। ଏହାକୁ ଦୃଷ୍ଟିରେ ରଖି ଭିତରକନିକାର ନଦୀ, ନାଳରେ ବୋଟ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ହେଲେ ଇକୋରିଟ୍ରିଟକୁ ଆସିଥିବା ପର୍ଯ୍ୟଟକଙ୍କ ପାଇଁ ବନବିଭାଗ ନିୟମ ଉଲ୍ଲଂଘନ କରି କିପରି ଯନ୍ତ୍ର ଚାଳିତ ବୋଟରେ ପର୍ଯ୍ୟଟକଙ୍କୁ ଅନୁମତି ଦିଆଯାଇଛି ତାହାକୁ ନେଇ ପରିବେଶବିଦ୍‌ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?